Browsing Tag

ନିଉ୛

ଆଇପିଏଲ୍‍ ଭାଷ୍ୟକାର ତାଲିକାରେ ସାମିଲ ପାଇଁ ମାଞ୍ଜ୍ରେକରଙ୍କ ଅନୁରୋଧ

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୧/୦୮: ଚଳିତ ବର୍ଷ ମାର୍ଚ୍ଚରେ ପୂର୍ବତନ ଭାରତୀୟ ବ୍ୟାଟ୍‍ସମ୍ୟାନ ସଞ୍ଜୟ ମାଞ୍ଜ୍ରେକରଙ୍କୁ ତା’ର ଭାଷ୍ୟକାର ପ୍ୟାନେଲରୁ ବାଦ୍‍ ଦେଇଥିଲା ବିସିସିଆଇ। ଭାରତରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବିରୋଧରେ ସୀମିତ ଓଭର ସିରିଜ୍‍ ପୂର୍ବରୁ ବିସିସିଆଇ ଏପରି

ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାକୁ କାର୍ଯ୍ୟକ୍ଷମ କରାଇବାରେ ରାଜ୍ୟ ସରକାର ବିଫଳ : ଦିଲୀପ ମହାନ୍ତି

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୧/୦୮ : ରାସ୍ତା ପାର୍ଶ୍ୱ ଉଠା ଦୋକାନୀମାନଙ୍କୁ (ଷ୍ଟ୍ରିଟ୍ ଭେଣ୍ଡର)ବୀମାଭୃକ୍ତ କରାଇପ୍ରିମିୟମ ରାଶି ରାଜ୍ୟସରକାର ଦେବା ପାଇଁ ବିଜେପି ପକ୍ଷରୁ ଚଳିତ ମାସ ୨୪ ତାରିଖରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ଦାବି କରାଯାଇଥିଲା। ଏହାର ଜବାବରେ ସରକାରୀ

ଆଜିଠୁ ବଡ଼ ପରିବର୍ତ୍ତନ:ଅନଲାଇନ ସପିଂ କଲେ ଯେ କୌଣସି ଉତ୍ପାଦ ବିଷୟରେ ବିଶେଷ ସୂଚନା; ଶସ୍ତା ହେବ କାର୍‌, ବାଇକ୍; ୫…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୧/୦୮:ଆଜି ଅଗଷ୍ଟ ୧ ତାରିଖ। ଆଜିଠାରୁ ଦେଶରେ ହେବାକୁ ଯାଉଛି ଅନେକ ପରିବର୍ତ୍ତନ। ଯଦି ଆପଣ ଡିଜିଟାଲ କାରବାର କରୁଥାନ୍ତି, ତେବେ ଏହି ପରିବର୍ତ୍ତନ ବିଷୟରେ ଆପଣ ନିହାତି ଜାଣି ରଖିବା ଦରକାର। ଆଜିଠାରୁ ଅନଲାଇନ ସପିଂ କଲେ ଆପଣ ଯେକୌଣସି ଉତ୍ପାଦ

ପୂର୍ବତନ ଲୋକସଭା ସାଂସଦ ଏବଂ ରାଜ୍ୟସଭା ସାଂସଦଙ୍କ ବ୍ୟାଙ୍କ୍ ଖାତା ବନ୍ଦ କରିବା ପାଇଁ ଜିଲାପାଳମାନଙ୍କୁ ସରକାର…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୧/୦୮: ପୂର୍ବତନ ଲୋକସଭା ସାଂସଦ ଏବଂ ରାଜ୍ୟସଭା ସାଂସଦଙ୍କ ବ୍ୟାଙ୍କ୍ ଖାତା ଗୁଡ଼ିକ ବନ୍ଦ କରିବା ଦିଗରେ ପଦକ୍ଷେପ ନେବା ପାଇଁ ଜିଲାପାଳମାନଙ୍କୁ ସରକାର ନିର୍ଦେଶ ଦେଇଛନ୍ତି। ଏ ସଂକ୍ରାନ୍ତ ରେ ଯୋଜନା ଓ ସଂଯୋଜନା ବିଭାଗର ଅତିରିକ୍ତ ସଚିବ ଡି.କେ ଜେନା

ଅଗଷ୍ଟ ମାସର କରୋନା କଟକଣା – ଚାରି ଜିଲ୍ଲା ଓ ରାଉରକେଲାରେ ପ୍ରତି ଶନିବାର, ରବିବାର ସଟ୍‌ଡାଉନ୍

ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ ଓ ରାଉରକେଲାରେ ସପ୍ତାହନ୍ତ ସଟ୍‌ଡାଉନ୍‌ଅଗଷ୍ଟ ୧ ଓ ୨ରେ ଦିନ ୧ଟା ପରେ ସଟ୍‌ଡାଉନ୍‌କଣ୍ଟେନମେଣ୍ଟ ଜୋନରେ ଲକ୍‌ଡାଉନ୍‌ ନିୟମ କଡ଼ାକଡ଼ିରାତି ୯ଟାରୁ ସକାଳ ୫ଟା ଯାଏଁ କର୍ଫ୍ୟୁଅଗଷ୍ଟ ୫ରୁ ଖୋଲିବ ଜିମ୍‌ ଓ ଯୋଗ ଇନଷ୍ଟିଚ୍ୟୁଟ କଳିଙ୍ଗ ଜ୍ୟୋତି ବ୍ୟୁରୋ

ମୋଦୀ ଏବଂ ମରିସସ୍‌ ପ୍ରଧାନମନ୍ତ୍ରୀ ମିଳିତ ଭାବେ ନୂଆ ସୁପ୍ରିମକୋର୍ଟ ଭବନ ଉଦଘାଟନ କଲେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସ୍‌ର ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନ୍ନାଥଙ୍କ ଦ୍ୱାରା ଆଜି ମିଳିତଭାବେ ମରିସସ୍ ର ନୂଆ ସୁପ୍ରିମକୋର୍ଟ ଭବନ ଉଦ୍‌ଘାଟନ କରିଛନ୍ତି। ଭିଡିଓ କନଫରେନ୍ସ ବ୍ୟବସ୍ଥାରେ ଏହି କାର୍ଯ୍ୟ ସଂପାଦନ

ସୁଶାନ୍ତଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି କଲା ବିଜେପି , ମୋଦିଙ୍କୁ ଚିଠି ଲେଖିଲେ ସୁବ୍ରମଣିୟମ ସ୍ୱାମୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ କରିବାକୁ ଆଜି ବିଧିବଦ୍ଧ ଭାବେ ବିଜେପି ପକ୍ଷରୁ ଦାବି କରାଯାଇଛି। ସିବିଆଇ ତଦନ୍ତ ପାଇଁ ଦାବି କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା କଳକୀ ପ୍ରିୟାଙ୍କ ଆବେଦନ

ଦେଶରେ ହୋଇନି ଗୋଷ୍ଠୀ ସଂକ୍ରମଣ :ସ୍ୱାସ୍ଥ୍ୟ ମନ୍ତ୍ରାଳୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭ : ଦେଶର କେତେକ ନିର୍ଦ୍ଦିଷ୍ଟ ଜିଲ୍ଲାକୁ ଛାଡ଼ିଦେଲେ ଭାରତରେ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପୁଣି ଥରେ ଦୋହରାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସଚିବ ରାଜେଶ ଭୂଷଣ

ଆଦିତ୍ୟ ଦାଶ ମୃତ୍ୟୁ ମାମଲା : କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଆରମ୍ଭ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୩୧/୦୭: ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ ଭାର ନେଇଛି କ୍ରାଇମ୍‌ବ୍ରାଞ୍ଚ। ପୁଲିସ ଡିଜି ଅଭୟ ଆଜି ନିର୍ଦ୍ଦେଶ ଦେବା ପରେ କ୍ରାଇମ୍‌ବ୍ରାଞ୍ଚ ତନାଘନା ଆରମ୍ଭ କରିଛି। ପୂର୍ବାହ୍ନ ୧୦ଟା ବେଳେ କ୍ରାଇମ୍‌ବ୍ରାଞ୍ଚର ତିନିଜଣିଆ ଟିମ୍‌ ରେଳବାଇ ଥାନାରେ

ଅଗଷ୍ଟ ୫ ତାରିଖରେ ଟାଇମ୍ସ ସ୍କୋୟାର୍‌ରେ ପ୍ରଦର୍ଶିତ ହେବ ପ୍ରଭୁ ଶ୍ରୀରାମଙ୍କ ଛବି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ଆସନ୍ତା ଅଗଷ୍ଟ ୫ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମ ହେବ। ସମଗ୍ର ଭାରତ ବାସିନ୍ଦା ଏହି ଦିନରେ ଉତ୍ସବ ମନାଇବେ। ତେବେ ଖାଲି ଭାରତରେ କାହିଁକି ବିଦେଶରେ ମଧ୍ୟ ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ନିର୍ମାଣ
error: Content is protected !!
Open chat