Browsing Tag

ପୋଷ୍ଟ

ନୂଆବର୍ଷରୁ ଗଡ଼ିବନି ପୁରୁଣା ଗାଡ଼ି

ରାଜଧାନୀ ନୂଆଦିଲ୍ଲୀରେ କମୁନି ବାୟୁ ପ୍ରଦୂଷଣ । ବିଷାକ୍ତ ବାୟୁରେ ଛଟପଟ ହେଉଛନ୍ତି ଦିଲ୍ଲୀବାସୀ । ଏଥିପାଇଁ ନୂଆ ବର୍ଷରୁ ଦିଲ୍ଲୀରେ ଗଡ଼ିବନି ୧୫ ବର୍ଷର ପୁରୁଣା ଗାଡ଼ି । ଆସନ୍ତା ଜାନୁଆରୀ ୧ ସୁଦ୍ଧା ଯେଉଁ ଗାଡ଼ିଗୁଡ଼ିକ ପଞ୍ଜୀକରଣ ଶେଷ ହୋଇଛି । ସେମାନଙ୍କ ପଞ୍ଜୀକରଣ ବାତିଲ କରାଯାଇଛି ।

ସୁମିତଙ୍କ ଫାଟକ ଭାଙ୍ଗିଲେ ମହିଳା, ଶ୍ବଶୁର ଘର ବାରଣ୍ଡାରେ ଆଶ୍ରୟ ନେଲେ ତପସ୍ବିନୀ

ବ୍ରହ୍ମପୁର ୨୦/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଡାକ୍ତର ସୁମିତଙ୍କ ବ୍ରହ୍ମପୁରସ୍ଥିତ ବାସଭବନରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ସୁମିତଙ୍କ ଘର ଫାଟକ ଭାଙ୍ଗି କିଛି ମହିଳା ଉଦ୍ୟମ କରି ସଫଳ ହୋଇଥିଲେ। ତେବେ ଦ୍ବିତୀୟ ଫାଟକ ଭାଙ୍ଗିବାରେ ସକ୍ଷମ ହୋଇପାରିନାହାନ୍ତି। ଫାଟକ ଭାଙ୍ଗିବା ପରେ

ବଢୁଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା: ଡିସେମ୍ବର ୩୧ ଯାଏ ନାଇଟ କର୍ଫ୍ୟୁ ଅବଧି ବଢାଇଲା ଗୁଜରାଟ

ନୂଆଦିଲ୍ଲୀ ୨୦/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଡିସେମ୍ବର ୩୧ ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଅବଧି ବଢାଇଲେ ଗୁଜରାଟ ସରକାର । ଆଜି ୪ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି ଗୁଜରାଟ ସରକାର।  ରାତି ୧ଟାରୁ ସକାଳ ୫ଟା ଯାଏ ଏହି କର୍ଫ୍ୟୁ ଲାଗୁ ହୋଇଛି । ଗୁଜରାଟର

ପରିସ୍ଥିତି ଦେଖି ଲାଗିବ ପ୍ରତିବନ୍ଧକ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ଵର ୧୯/୧୨/୨୦୨୧ କଳିଙ୍ଗ ଜ୍ୟୋତି :  କରୋନାର ନୂଆ ଭାରିଏଣ୍ଟ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଯାହାକି ଚିନ୍ତାଜନକ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭ ଜଣ ବିଦେଶ ଫେରନ୍ତା କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଜିନମ ସିକ୍ଵେନ୍ସିଂ କରାଯାଇଥିଲା।

ଓମିକ୍ରନ ବଢୁଥିଲେ ବି ଡେଲଟାର ପ୍ରଭାବ ରହିଛି: ଆଇସିଏମ୍ଆ‌ର ଅତିରିକ୍ତ ନିର୍ଦ୍ଦେଶକ

ଭୁବନେଶ୍ବର ୧୯/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଦେଶରେ କୋଭିଡି-୧୯ର ଡେଲଟା ଭାରିଆଣ୍ଟର ପ୍ରଭାବ ଏବେ ବି ରହିଛି । ଯଦିଓ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢିବାରେ ଲାଗିଛି, ତଥାପି ଏବେ ବି ଦେଶରେ ଅଧିକାଂଶ ଡେଲଟା ଦ୍ୱାରା ସଂକ୍ରମିତ ହେଉଛନ୍ତି । ଆଇସିଏମ୍ଆ‌ରର ଅତିରିକ୍ତ

ବିଶ୍ବ ବ୍ୟାଡ୍‌ମିଣ୍ଟନ ଚମ୍ପିଆନ୍‌ସିପ୍‌ରେ ଇତିହାସ ରଚିଲେ ଶ୍ରୀକାନ୍ତ

ହ୍ୟୁଲ୍‌ଭା (ସ୍ପେନ୍‌): ଭାରତୀୟ କ୍ରୀଡ଼ା ଇତିହାସରେ ନୂତନ ଇତିହାସ ସୃଷ୍ଟି କରିଛନ୍ତି କିଦାମ୍ବି ଶ୍ରୀକାନ୍ତ। ପ୍ରଥମ ଭାରତୀୟ ଭାବେ ବିଶ୍ବ ବ୍ୟାଡ୍‌ମିଣ୍ଟନ ଚମ୍ପିଆନ୍‌ସିପ୍‌ର ପୁରୁଷ ଏକକ ବା ସିଙ୍ଗଲ୍‌ସ ଫାଇନାଲରେ ଶ୍ରୀକାନ୍ତ ପ୍ରବେଶ କରିଛନ୍ତି। ଶନିବାର ସେମିଫାଇନାଲରେ ଶ୍ରୀକାନ୍ତ

ଖାଲି ପଡ଼ିଛି ୬୦% ସିଟ୍, ସ୍ବତନ୍ତ୍ର ଓଜେଇଇ କରିବାକୁ ସଚିବଙ୍କୁ ଚିଠି

ଭୁବନେଶ୍ବର ୧୯/୧୨/୨୦୨୧ କଳିଙ୍ଗ ଜ୍ୟୋତି : ରାଜ୍ୟର ବେସରକାରୀ ଇଞ୍ଜିନିୟରିଂ ମହାବିଦ୍ୟାଳୟ ଗୁଡିକରେ ପ୍ରାୟ ୬୦ ପ୍ରତିଶତ ସ୍ଥାନ (ସିଟ)ଖାଲି ପଡିଛି। ବି.ଟେକ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ବହୁ ବିଦ୍ୟାର୍ଥୀ ଚାହିଁ ବସିଛନ୍ତି। ସିଟ ପୂରଣ ଏବଂ ଛାତ୍ରଛାତ୍ରୀଙ୍କୁ ବି.ଟେକ ପାଠ୍ୟକ୍ରମରେ

ସଭ୍ୟ ସମାଜରେ ମିଛ ଏନକାଉଣ୍ଟରର ସ୍ଥାନ ନାହିଁ- ଏନଏଚଆରସି ମୁଖ୍ୟ

ଗୁଆହାଟି (ଆସାମ) ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ମିଛ ଏନକାଉଣ୍ଟର ଏକ ନାରକୀୟ ଘଟଣା । ଏକ ସଭ୍ୟ ସମାଜରେ ତାହାର ସ୍ଥାନ ନାହିଁ ବୋଲି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ଅଧ୍ୟକ୍ଷ ଜଷ୍ଟିସ ଅରୁଣ ମିଶ୍ର କହିଛନ୍ତି । ଦେଶର ପାଞ୍ଚଟି ଉତ୍ତର ପୂର୍ବାଞ୍ଚଳ ରାଜ୍ୟରେ ମାନବାଧିକାର

ୟୁକ୍ତ-୩ ରେ ଯୋଡ଼ି ହେଲା ନୂଆ ବିଷୟ : ନୀତିଶାସ୍ତ୍ର ଓ ମୂଲ୍ୟବୋଧ

ଭୁବନେଶ୍ବର ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ୟୁଜି ବା ଅଣ୍ଡର ଗ୍ରାଜୁଏଟରେ ଯୋଡ଼ି ହେଲା ନୂଆ କୋର୍ସ୍। ନୈତିକ ଶିକ୍ଷା ଉପରେ ସ୍ବତନ୍ତ୍ର ପାଠ୍ୟକ୍ରମ ଯୁକ୍ତ ୩ ରେ ଏକ ବାଧ୍ୟତାମୂଳକ ବିଷୟ ଭାବେ ଯୋଡ଼ି ହେଲା। ଓଡ଼ିଶା ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ‘ନୀତିଶାସ୍ତ୍ର ଓ ମୂଲ୍ୟବୋଧ’ ବା ‘ଏଥିକ୍ସ

ଅଗ୍ନି ପ୍ରାଇମ୍‍ର ସଫଳ ପରୀକ୍ଷା

ଭୁବନେଶ୍ୱର ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଭାରତର ପ୍ରତିରକ୍ଷା ବିଭାଗ ପକ୍ଷରୁ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ଆଜି ସଫଳତାର ସହିତ ପରୀକ୍ଷା କରାଯାଇଛି। ଓଡ଼ିଶାର ବାଲେଶ୍ୱର ଜିଲାସ୍ଥିତ ଚାନ୍ଦିପୁର ପରୀକ୍ଷଣ ସ୍ଥଳରୁ ଶନିବାର ପୂର୍ବାହ୍ନରେ ଏହାର ପରୀକ୍ଷା କରାଯାଇଥିବା ଜଣାଯାଇଛି। ସରକାରୀ
error: Content is protected !!
Open chat