Browsing Tag

ପୋଷ୍ଟ

ଅଫଲାଇନ ମାଟ୍ରିକ ପରୀକ୍ଷା-୨୦୨୧ : ୫୦୪ଟି କେନ୍ଦ୍ରରେ ପରୀକ୍ଷା ଦେବେ ୧୫,୧୫୧ ଛାତ୍ରଛାତ୍ରୀ

କଟକ ୨୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳରେ ଅସନ୍ତୁଷ୍ଟ ହୋଇ ଅଫ ଲାଇନରେ ପରୀକ୍ଷା ଦେବା ନିମନ୍ତେ ଫର୍ମ ପୂରଣ କରିଥିବା ଛାତ୍ରଛାତ୍ରୀଙ୍କ ପରୀକ୍ଷା ପାଇଁ ୫୦୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ଅଫଲାଇନ ମାଟ୍ରିକ ପରୀକ୍ଷା-୨୦୨୧ ବା ମାଟ୍ରିକ ଇଚ୍ଛାଧୀନ

ସପ୍ତମ ପର୍ଯ୍ୟାୟରେ ଭାରତକୁ ଆସିଲା ୩ ଟି ରାଫେଲ ବିମାନ

ନୂଆଦିଲ୍ଲୀ ୨୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ବୁଧବାର ରାତି ୩ଟାରେ ଭାରତରେ ପହଞ୍ଚିଛି ୩ଟି ଯୁଦ୍ଧ ବିମାନ ରାଫେଲ । ଏହାକୁ ମିଶାଇ ଭାରତକୁ ୨୪ ଟି ରାଫେଲ ବିମାନ ମିଳିସାରିଛି । ଏବେ ଆସିଥିବା ୩ଟି ରାଫେଲ ବିମାନକୁ ପଶ୍ଚିମବଙ୍ଗର ହାସୀମାରା ଏୟାରବେସଠାରେ ନିୟୋଜିତ କରାଯିବ ବୋଲି ଜଣାପଡ଼ିଛି।

ତୃତୀୟ ଲହରକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଗାଇଡଲାଇନ : ସ୍ବାସ୍ଥ୍ୟମନ୍ତ୍ରୀ

ଭୁବ‌ନେଶ୍ବର ୨୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : ତୃତୀୟ ଲହର ପାଇଁ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଶେଷ କରି ସାରିଛନ୍ତି। ତୃତୀୟ ଲହରକୁ ଦୃଷ୍ଟି ରଖି ୧୭.୦୬.୨୦୨୧ରେ ଏକ ସ୍ୱତନ୍ତ୍ର ଗାଇଡଲାଇନ ପ୍ରସ୍ତୁତ କରାଯାଇ ସମସ୍ତ ଜିଲ୍ଲାପାଳ ଏବଂ ମେଡିକାଲ କଲେଜଗୁଡିକୁ ନିର୍ଦେଶ ଦିଆଯାଇଛି ବୋଲି

ବହୁ ଚର୍ଚ୍ଚିତ ଦୁଇ ଦାଦନଙ୍କ ହାତ କଟା ଘଟଣା: ଶେଷ ଅଭିଯୁକ୍ତକୁ ୧୦ବର୍ଷ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଦଣ୍ଡିତ କଲେ…

ଧର୍ମଗଡ ୧୯/୦୭/୨୦୨୧ କଳିଙ୍ଗ ଜ୍ଯୋତି : କଳାହାଣ୍ଡି ଜିଲ୍ଲାରେ ଗତ ୨୦୧୩ ମସିହାରେ ୨ ଦାଦନ ଶ୍ରମିକଙ୍କୁ ନିର୍ଯ୍ୟାତନା ଦିଆଯିବା ସହିତ ହାତ କଟାଯିବା ଘଟଣାରେ ଶେଷ ଅଭିଯୁକ୍ତ ପର୍ଶୁରାମ ନାଏକଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ  ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି

ନ୍ୟୁଜ ୱେବସାଇଟ ବିରୋଧରେ ଦେଶବିରୋଧୀ ଷଡଯନ୍ତ୍ରର ଅଭିଯୋଗ ଆଣିଲେ ବିଜେପି ମୁଖପାତ୍ର ସମ୍ବିତ ପାତ୍ର

ନୂଆଦିଲ୍ଲୀ ୧୮/୦୭/୨୦୨୧ କଳିଙ୍ଗ ଜ୍ଯୋତି : ବିଜେପିର ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଏକ ନ୍ୟୁଜ୍ ୱେବସାଇଟ ନାମରେ ଦେଶ ବିରୋଧରେ ଷଡଯନ୍ତ୍ର କରିଥିବା ଅଭିଯୋଗ କରିଛନ୍ତି। ସମ୍ବିତ ପାତ୍ର ଅଭିଯୋଗ କରିଛନ୍ତି ଯେ ‘ନ୍ୟୁଜ୍ କ୍ଲିକ୍’ ନାମକ ଏକ ୱେବସାଇଟ୍ ଭାରତକୁ ବଦନାମ କରିବା ପାଇଁ କାର୍ଯ୍ୟ

ହଜିଯାଇଛି ‌ମୌସୁମୀ: ଜୁଲାଇରେ ୪୧% ନିଅଣ୍ଟିଆ ବର୍ଷା

ଭୁବନେଶ୍ବର ୧୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିଲେ ମଧ୍ୟ ଓଡ଼ିଶାରେ ବିଶେଷ ବର୍ଷା ହେବନି। ଆସନ୍ତା ୪ ଦିନ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ୧୫ ତାରିଖ ପରେ ବର୍ଷା ପୁଣି ଛାଡ଼ିଯିବ। ବର୍ତମାନ ସମୟରେ ରାଜ୍ୟରେ ମୌସୁମୀ

ସଂଗଠନରେ ପରିବର୍ତ୍ତନ : ପଦ୍ମଶ୍ରୀ ଡକ୍ଟର ଆର.ଏନ୍ ସିଂହ ଭିଏଚପିର ନୂଆ ଅଧ୍ୟକ୍ଷ

ପାଟନା ୧୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ପଦ୍ମଶ୍ରୀ ଡକ୍ଟର ଆର.ଏନ୍ ସିଂହ ବିଶ୍ୱ ହିନ୍ଦୁ ପରିଷଦ(ଭିଏଚପି)ର ନୂଆ ଅଧ୍ୟକ୍ଷ  ହୋଇଛନ୍ତି। ପରିଷଦର ଅଧ୍ୟକ୍ଷ ହେବା ପରେ ଡକ୍ଟର ସିଂହ କହିଛନ୍ତି ଯେ ଲୋକଙ୍କ ସହଯୋଗରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କରାଯାଉଛି। କେବଳ ସମସ୍ତଙ୍କ ଅଂଶଗ୍ରହଣରେ

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ : ୧୫ଟି ପ୍ରସ୍ତାବକୁ ମୋହର

ଭୁବନେଶ୍ବର ୧୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆଜି ମୁଖ୍ୟମନ୍ତ୍ରୀ ନବୀନ ବଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୫ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ଆନ୍ତଃ ରାଜ୍ୟ ଯୋଗାଯୋଗକୁ ଉନ୍ନତ କରିବାକୁ, ରାଜ୍ୟ

ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ପାଇଁ ବଢିଲା ଅଡୁଆ, ୪.୨୦ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି

ନୂଆଦିଲ୍ଲୀ ୧୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ମାମଲାରେ ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆକ୍ସନ ମୋଡକୁ ଆସିଛି । ବେଆଇନ ଅର୍ଥ କାରବାର ମାମଲାରେ ଶୁକ୍ରବାର ଦିନ ଇଡି ପକ୍ଷରୁ ଅନୀଲ ଦେଶମୁଖଙ୍କ ୪.୨୦ କୋଟି ଟଙ୍କାର ସଂପତ୍ତି ଜବତ

ଅଗଷ୍ଟ ୧ ଯାଏଁ ଆଂଶିକ ତାଲାବନ୍ଦ ; ରାଜ୍ୟ ପାଇଁ ନୂଆ ଗାଇଡ ଲାଇନ

ସମଗ୍ର ଜିଲାରେ ଗଡିବ ବସ ; ପୁରୀରେ ଜୁଲାଇ ୨୫ ପର୍ଯ୍ୟନ୍ତ ବସ ଚଳାଚଳକୁ ବାରଣ ଭୁବନେଶ୍ୱର ୧୫/୦୭/୨୦୨୧ କଳିଙ୍ଗ ଜ୍ଯୋତି : ରାଜ୍ୟ ପାଇଁ ନୂଆ ଗାଇଡ଼ଲାଇନ ସହ ପୁଣି ବୃଦ୍ଧି ହେଲା ଆଂଶିକ ତାଲାବନ୍ଦ। ଅଗଷ୍ଟ ୧ ଯାଏଁ ଆଂଶିକ ତାଲାବନ୍ଦ ନେଇ ଆଜି ସାମ୍ବାଦିକ ସମ୍ମିଳନୀ ଯୋଗେ ମୁଖ୍ୟ ଶାସନ
error: Content is protected !!
Open chat