ଜୁଲାଇ ପର୍ଯ୍ୟନ୍ତ ’ ୱାନ ନେସନ ୱାନ ରେସନ କାର୍ଡ’ ଯୋଜନା କାର୍ଯ୍ୟକାରୀ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : ୱାନ ନେସନ ୱାନ ରେସନ କାର୍ଡ ଯୋଜନା କାର୍ଯ୍ୟକାରୀ କରିବାର ଶେଷ ତାରିଖ ୩୧ ଜୁଲାଇ ୨୦୨୧ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନା ମଧ୍ୟରେ ପ୍ରବାସୀ ଶ୍ରମିକମାନେ ଦେଶର ଯେକୌଣସି ସ୍ଥାନରେ ରହିଲେ ବି ରାସନ ଗ୍ରହଣ କରିବାର ସୁବିଧା!-->…