Browsing Tag

ପୋଷ୍ଟ

ଯୋଗୀ ଆଦିତ୍ୟନାଥ ହିଁ ହେବେ ଉତ୍ତରପ୍ରଦେଶରେ ବିଜେପିର ମୁଖ୍ୟମନ୍ତ୍ରୀ ଚେହେରା: ଅରୁଣ ସିଂ

ନୂଆଦିଲ୍ଲୀ ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଭାରତୀୟ ଜନତା ପାର୍ଟି ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି, କିନ୍ତୁ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ସନ୍ଦେହ ଲାଗି ରହିଛି। ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଥିବା ଯୋଗୀ

ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିବା ସମସ୍ତ କ୍ରୀଡ଼ାବିତଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ଅଲିମ୍ପିକ୍ ଦିବସରେ ବିଭିନ୍ନ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିବା ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, କ୍ରୀଡ଼ା କ୍ଷେତ୍ରରେ ସେମାନଙ୍କର ଅବଦାନ ପାଇଁ ଦେଶ ଗର୍ବିତ।

ଆତଙ୍କବାଦୀମାନଙ୍କୁ ପେନ୍‌ସନ୍‌ ଏବଂ ଅନ୍ୟାନ୍ୟ ସହାୟତା ଦେଉଥିବା ପାକିସ୍ତାନକୁ ଉତ୍ତରଦାୟୀ କରାଯିବା ଉଚିତ: ଭାରତ

ନୂଆଦିଲ୍ଲୀ ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଦୁର୍ଦାନ୍ତ ଓ ତାଲିକାଭୁକ୍ତ ଆତଙ୍କବାଦୀମାନଙ୍କୁ ପେନ୍‌ସନ୍‌ ଯୋଗାଇବା ସହ ସେମାନଙ୍କୁ ନିଜ ଦେଶରେ ଆତିଥ୍ୟ ଦେବାକୁ ପାକିସ୍ତାନ ତା’ର ରାଷ୍ଟ୍ରୀୟ ନୀତି ଅନ୍ତର୍ଭୁକ୍ତ କରିଛି ବୋଲି ମଙ୍ଗଳବାର ଦିନ ଭାରତ କହିଛି। ଭାରତ ଆହୁରି ମଧ୍ୟ କହିଛି ଯେ,

ସେପ୍ଟେମ୍ବରରୁ ୨ ବର୍ଷରୁ ଅଧିକ ବୟସର ପିଲାଙ୍କ ପାଇଁ ମିଳିବ କୋଭାକ୍ସିନ ଟିକା

ନୂଆଦିଲ୍ଲୀ ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ କୋଭିଡ ଟିକାକରଣ ଅଭିଯାନକୁ ବ୍ୟାପକ କରାଯାଇଥିବାବେଳେ ପିଲାଙ୍କ ପାଇଁ କୋଭିଡ ଟିକା ସେପ୍ଟେମ୍ବର ସୁଦ୍ଧା ଉପଲବ୍ଧ ହେବା ଆଶା କରାଯାଉଛି। ଭାରତ ବାୟୋଟେକ୍‍ ପକ୍ଷରୁ ପିଲାଙ୍କ ପାଇଁ କୋଭାକ୍ସିନ ଟିକା ପ୍ରସ୍ତୁତି ଚାଲିଛି। ସେପ୍ଟେମ୍ବର

ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନରେ ହେବନାହିଁ ରଥଯାତ୍ରା -ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର ୨୩/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଚଳିତ ବର୍ଷ ପୁରୀ ବ୍ୟତୀତ ଅନ୍ୟ କେଉଁଠାରେ ରଥଯାତ୍ରାକୁ ଅନୁମତି ଦେବା ପ୍ରସଙ୍ଗରେ ଏ ସମ୍ପର୍କିତ ନିଷ୍ପତ୍ତିକୁ ଓଡ଼ିଶା ହାଇକୋର୍ଟ କାଏମ ରଖିଛନ୍ତି। ରାଜ୍ୟ ସରକାରଙ୍କ ଏ ସମ୍ପର୍କିତ ନିଷ୍ପତ୍ତିରେ ଓଡିଶା ହାଇକୋର୍ଟ ହସ୍ତକ୍ଷେପ କରିବାକୁ ମନା

ଜୁଲାଇ ୧ରୁ ଆରମ୍ଭ ହେବ ଚାରଧାମ ଯାତ୍ରା

ଡେରାଡୁନ: ଚାରଧାମ ଯାତ୍ରା ଆଗାମୀ ଜୁଲାଇ ୧ ତାରିଖରୁ ଆରମ୍ଭ ହେବ। ଉତ୍ତରାଖଣ୍ଡ ସରକାର ହିମାଳୟ ପର୍ବତମାଳାରେ ଥିବା ପ୍ରସିଦ୍ଧ ଚାରିଟି ତୀର୍ଥସ୍ଥଳ ପାଇଁ ଯାତ୍ରା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ସ୍ଥାନୀୟ ଅଧିବାସୀଙ୍କୁ ଜୁଲାଇ ୧ରୁ ଏବଂ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳର

ଯୋଗ ଭାରତ ନୁହେଁ, ନେପାଳରେ ସୃଷ୍ଟି ; ଓଲିଙ୍କର ଆଉ ଏକ ହାସ୍ୟାସ୍ପଦ ଦାବି

କାଠମାଣ୍ଡୁ : ଭଗବାନ ଶ୍ରୀରାମଙ୍କ ଜନ୍ମସ୍ଥାନ ନେପାଳରେ ବୋଲି ଦାବିକରି ବହୁ ସମାଲୋଚନା ଶିକାର ହୋଇଥିବା ନେପାଳର କାମଚଳା ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲି ଅନୁରୂପ ଆଉ ଏକ ହାସ୍ୟାସ୍ପଦ ଦାବି କରିଛନ୍ତି। ସୋମବାର ଆନ୍ତର୍ଜାତି ଯୋଗ ଦିବସ ପାଳନ ଅବସରରେ ଓଲି କହିଛନ୍ତି, ଯୋଗ ଭାରତ ନୁହେଁ,

ଚଳିତ ବର୍ଷ ସେପ୍ଟେମ୍ବର-ଅକ୍ଟୋବର ବେଳକୁ ଆସିବ କରୋନାର ତୃତୀୟ ଲହର: ଆଇଆଇଟି କାନପୁର ଅଧ୍ୟୟନ

ନୂଆଦିଲ୍ଲୀ ୨୧/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଚଳିତ ବର୍ଷ ସେପ୍ଟେମ୍ବର-ଅକ୍ଟୋବର ବେଳକୁ ଆସିବ କରୋନାର ତୃତୀୟ ଲହର । ଆଇଆଇଟି କାନପୁର କରିଥିବା ଅଧ୍ୟୟନରୁ ଏହା ଜଣାପଡିଛି।ପ୍ରଫେସର ରାଜେଶ ରଂଜନ ଏବଂ ମହେନ୍ଦ୍ର ବର୍ମାଙ୍କ ଦ୍ୱାରା ଏହି ଅଧ୍ୟୟନ କରାଯାଇଥିଲା । ତୃତୀୟ ଲହର ଖୁବ ଶୀଘ୍ର

କୋଭିଡର ପରିଚାଳନା ଜରୁରୀ, କରୋନାରେ ମୃତ୍ୟୁବରଣ କରିଥିବା ପରିବାରକୁ କ୍ଷତିପୂରଣ ଦେବା ନୁହେଁ: ସୁପ୍ରିମକୋର୍ଟକୁ କହିଲା…

ନୂଆଦିଲ୍ଲୀ ୨୧/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ମହାମାରୀ ମଧ୍ୟରେ ଯେଉଁମାନେ ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇ ମୃତ୍ୟୁବରଣ କରିଥିଲେ ସେମାନଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରିବା ଅପେକ୍ଷା କେନ୍ଦ୍ର କୋଭିଡ -୧୯ ପରିଚାଳନାକୁ ପ୍ରାଥମିକତା ଦେଉଛି | ଆଜି ‘ରିଲିଫ୍‌ର ସର୍ବନିମ୍ନ ମାନକ’

କୋଭିଡ-୧୯ ମହାମାରୀ ପାଇଁ ଚଳିତ ବର୍ଷ ମଧ୍ୟ ବାତିଲ ହେଲା ଅମରନାଥ ଯାତ୍ରା

ନୂଆଦିଲ୍ଲୀ ୨୧/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କରୋନା ମହାମାରୀ ପାଇଁ ବାତିଲ ହେଲା ଅମରନାଥ ଯାତ୍ରା। ବାର୍ଷିକ ଅମରନାଥ ଯାତ୍ରା ବାତିଲ କରିବାକୁ ରାଜ୍ୟପାଳ ଲେଫ୍ଟନାଣ୍ଟ ମନୋଜ ସିହ୍ନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରୀମନ୍ଦିର ବୋର୍ଡର ଏକ ବୈଠକରେ ଏହି
error: Content is protected !!
Open chat