ଭାରତରେ ଶିଶୁମାନଙ୍କୁ ଦିଆଯିବ ଫାଇଜର ଟିକା: ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ
ଭୁବନେଶ୍ବର: ଦେଶରେ କରୋନାର ଦ୍ୱିତୀୟ ଲହର ଧୀରେଧୀରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି । ହେଲେ ବିଶେଷଜ୍ଞମାନେ ତୃତୀୟ ଲହରକୁ ନେଇ ବିଭିନ୍ନ ଚେତାବନୀ ଦେଇସାରିଲେଣି ।
ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି । ଏଭଳି ସ୍ଥଳେ ଦେଶରେ!-->!-->!-->…