ଅବସର ପରେ ରାଜ୍ୟପାଳ ଜଗଦୀପ ଧନଖଡ଼ଙ୍କୁ ତୃଣମୂଳ କଂଗ୍ରେସ ଜେଲ୍ ପଠାଇବ: କଲ୍ୟାଣ ବାନାର୍ଜୀ
କୋଲକାତା : ଆଜି ପଶ୍ଚିମବଙ୍ଗର ରାଜ୍ୟପାଳଙ୍କୁ ତୀବ୍ର ସମାଲୋଚନା କରି ‘ତୃଣମୂଳ କଂଗ୍ରେସ’ ସାଂସଦ କଲ୍ୟାଣ ବାନାର୍ଜୀ କହିଛନ୍ତି ଯେ, ଧନଖଡ଼ଙ୍କ କାର୍ଯ୍ୟକାଳ ପୂରିଗଲେ ଜନତାଙ୍କଦ୍ବାରା ଦାଏର ହୋଇଥିବା ଅଭିଯୋଗର ବିଚାର ହେବ ଓ ତାଙ୍କୁ ‘ପ୍ରେସିଡେନ୍ସି ଜେଲ୍’କୁ ପଠାଯିବ।
ସମ୍ପ୍ରତି!-->!-->!-->…