Browsing Tag

ପୋଷ୍ଟ

ହ୍ବାଟ୍‌ସଆପ୍‌ର ନୂତନ ଗୋପନୀୟତା ନୀତିକୁ ଉଚ୍ଛେଦ ଦାବି କରି ନୋଟିସ୍‌ ଜାରି କଲା ଆଇଟି ମନ୍ତ୍ରାଳୟ

ନୂଆଦିଲ୍ଲୀ: ମେସେଜିଂ ଆପ୍‌ ହ୍ବାଟ୍‌ସଆପ୍‌ ତା’ର ନୂତନ ଗୋପନୀୟତା ନୀତିକୁ ଉଚ୍ଛେଦ କରୁ ବୋଲି ସୂଚନା ଓ ପ୍ରଯୁକ୍ତିବିଦ୍ୟା(ଆଇଟି) ମନ୍ତ୍ରାଳୟ ପକ୍ଷରୁ ହ୍ବାଟ୍‌ସଆପ୍‌କୁ ଏକ ନୋଟିସ୍‌ ପଠାଯାଇଛି। ମେସେଜିଂ ଆପ୍‌ ହ୍ବାଟ୍‌ସଆପ୍‌କୁ ଏକ ସପ୍ତାହ ସମୟ ଦେଇଛି ଆଇଟି ମନ୍ତ୍ରାଳୟ। ତା’ପରେ

ଜୁନ ପହିଲା ଯାଏଁ ତାଲାବନ୍ଦ ବୃଦ୍ଧି କଲେ ରାଜ୍ୟ ସରକାର

ସକାଳ ୭ ରୁ ୧୧ଟା ଯାଏଁ ପରିବାପତ୍ର କିଣିବାକୁ ଅନୁମତି ପ୍ରଦାନ ଭୁବନେଶ୍ୱର ୧୮/୦୫/୨୧ (କଳିଙ୍ଗ ଜ୍ଯୋତି) : ଜୁନ ୧ ତାରିଖ ସକାଳ ୫ ଟା ଯାଏଁ ରାଜ୍ୟ ସରକାର ତାଲାବନ୍ଦ ବୃଦ୍ଧି କରିଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଉ ୨ ସପ୍ତାହ ଯାଏଁ ତାଲାବନ୍ଦ ଅବଧିକୁ ବୃଦ୍ଧି ନେଇ ମୁଖ୍ୟ

ବିଲ୍‍ ଗେଟ୍ସଙ୍କ ମତ – ଭାରତକୁ ଟିକା ପ୍ରସ୍ତୁତି ପଦ୍ଧତି ଦିଆଯିବା ଅନୁଚିତ

ନ୍ୟୁୟର୍କ : ଭାରତ ଭଳି ବିକାଶଶୀଳ ରାଷ୍ଟ୍ରରେ ସର୍ବବୃହତ ଜନକଲ୍ୟାଣକାରୀ କାର୍ଯ୍ୟରେ ନିୟୋଜିତ ଥିବା ବିଲ୍‍ ଓ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ବିଶ୍ୱର ଧନାଢ୍ୟ ବ୍ୟକ୍ତି ବିଲ୍‍ ଗେଟ୍ସ ଭାରତ ପରି ବିକାଶଶୀଳ ରାଷ୍ଟ୍ରଗୁଡିକୁ କୋଭିଡ ଟିକା ପ୍ରସ୍ତୁତି ପଦ୍ଧତି ନଦେବାକୁ

ହୁ ବୈଜ୍ଞାନିକଙ୍କ ଚେତାବନୀ; ଭାରତରେ ଆସିବ କରୋନାର ଏକାଧିକ ତରଙ୍ଗ

ନୂଆଦିଲ୍ଲୀ: ଭାରତରେ ଏବେ କରୋନା ମହାମାରୀର ୨ୟ ତରଙ୍ଗ ଜାରି ରହିଛି। ଆଗକୁ ୩ୟ ତରଙ୍ଗ ଆସିବ ବୋଲି ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି। ତେବେ କେବଳ ୩ୟ ତରଙ୍ଗ ନୁହେଁ, ଆଗାମୀ ଦିନରେ ଆହୁରି ଏକାଧିକ ତରଙ୍ଗ ଆସିପାରେ ବୋଲି ବିଶ୍ଵ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ ବା ହୁ)ର

କେଦାରନାଥ ଧାମ ଖୋଲିଲା, ମୋଦୀଙ୍କ ନାମରେ ହେଲା ପ୍ରଥମ ପୂଜା

କେଦାରନାଥ ଧାମର ଦ୍ବାର ସୋମବାର ଶ୍ରଦ୍ଧାଳୁଙ୍କ ପାଇଁ ଖୋଲି ଦିଆଯାଇଛି। ଭୋର ୫ଟାରେ ମେଷ ଲଗ୍ନରେ ବିଧି ଅନୁସାରେ ଖୋଲାଯାଇଛି। ଦ୍ବାର ଖୋଲିବା ପରେ ପ୍ରଥମ ପୂଜା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାମରେ ହୋଇଥିଲା। କେନ୍ଦ୍ରମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ବୈଦିକ ମନ୍ତ୍ର ଉଚାରଣ କରି

ସୋମବାର ସନ୍ଧ୍ୟାରେ ଗୁଜୁରାଟ ଉପକୂଳ ଛୁଇଁବ ସାମୁଦ୍ରିକ ବାତ୍ୟା ତୌତେ: ଭାରତୀୟ ପାଣିପାଗ ବିଭାଗ

ନୂଆଦିଲ୍ଲୀ: ସମୟ ବଢିବା ସହ ଭୟଙ୍କର ହେବାରେ ଲାଗିଛି ସାମୁଦ୍ରିକ ବାତ୍ୟା ତୌତେ । ଭାରତ ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ ଅତି ଭୟଙ୍କର ସାମୁଦ୍ରିକ ବାତ୍ୟା ତୌତେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ତୀବ୍ର ହୋଇ ଗୁଜୁରାଟ ଉପକୂଳରେ ପହଞ୍ଚିବ। ମଙ୍ଗଳବାର ପୂର୍ବାହ୍ନ ସୁଦ୍ଧା ଏହା ଭବନଗର

ହରିଆଣାରେ ମେ’ ୨୪, ଜମ୍ମୁ-କଶ୍ମୀରରେ ମେ’ ୨୪ ଏବଂ ପଞ୍ଜାବରେ ମେ’ ୩୧ପର୍ଯ୍ୟନ୍ତ ବଢ଼ିଲା ଲକଡାଉନ

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ନିୟନ୍ତ୍ର କରିବ ପାଇଁ ଦିଲ୍ଲୀ ପରେ ଏବେ ହରିଆଣା, ପଞ୍ଜାବ ଏବଂ ଜମ୍ମୁ-କଶ୍ମୀରରେ ଲକଡାଉନ ଅବଧିକୁ ବାଢିଦିଆଯାଇଛି । ହରିଆଣାରେ ମେ’ ୨୪, ଜମ୍ମୁ-କଶ୍ମୀରରେ ମେ’ ୨୪ ଏବଂ ପଞ୍ଜାବରେ ମେ’ ୩୧ପର୍ଯ୍ୟନ୍ତ ଲକଡାଉନ କରାଯାଇଛି । ଏହି ସମୟ ମଧ୍ୟରେ ଜରୁରୀ ସେବାକୁ

ଟିକାକରଣ ପରେ ସୁରକ୍ଷିତ ହାର ୯୭.୩୮%, କେବଳ ୦.୦୬% ଡାକ୍ତରଖାନାରେ ଭର୍ତ୍ତି ହେବାର ରହିଛି ସମ୍ଭାବନା: ଅଧ୍ୟୟନ

କୋଭିଡ ଟିକାକରଣ ପରେ କେବଳ ୦.୦୬% ଲୋକ ଡାକ୍ତରଖାନାରେ ଭର୍ତ୍ତି ହେବା ସମ୍ଭାବନା ରହିଛି। ସେହିପରି ଟିକା ନେଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ୯୭.୩୮% ଏହି ଭୂତାଣୁରୁ ରକ୍ଷା ପାଇପାରିବେ। ଇନ୍ଦ୍ରପ୍ରସ୍ଥ ଆପୋଲୋ ହସ୍ପିଟାଲ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡିଛି। ସୂଚନା

କରୋନାର ପ୍ରଥମ ଲହର ପରେ ଆମେ ସମସ୍ତେ ଅସାବଧାନ ହୋଇଗଲୁ : ମୋହନ ଭାଗବତ

କରୋନାର ୨ୟ ଲହର ପାଇଁ ସରକାରଙ୍କ ଠାରୁ ଆରମ୍ଭ କରି ଜନସାଧାରଣ ସମସ୍ତେ ଦାୟୀ ନୂଆଦିଲ୍ଲୀ : ଭାରତରେ କରୋନା ମହାମାରୀର ୨ୟ ଲହର ପାଇଁ ସରକାର, ପ୍ରଶାସନ ଓ ଜନସାଧାରଣ ସମସ୍ତେ ଦାୟୀ । ସମସ୍ତଙ୍କ ଅବହେଳା ପାଇଁ ଦେଶକୁ ଏଡ଼େ ବଡ଼ ଦୁର୍ଗତିର ସମ୍ମୁଖୀନ ହେବାକୁ ପଡ଼ୁଛି ବୋଲି ରାଷ୍ଟ୍ରୀୟ

ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ

ପୁରୀ : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶନିବାର ଅପରାହ୍ନରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ତିନି ରଥର ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ ହୋଇଛି। ଆଜ୍ଞାମାଳ ପହଂଚିବା ପରେ ତିନି ରଥର ମୁଖ୍ୟ ମହାରଣା ଏହି ଆଜ୍ଞାମାଳକୁ ଗ୍ରହଣ କରିଥିଲେ। ପରେ ପରେ ଶ୍ରୋତିୟ ବ୍ରାହ୍ମଣ ମାନେ ପଂଚ ବିଧି ଉପଚାରରେ
error: Content is protected !!
Open chat