ଜଗା ଦର୍ଶନ ପାଇଁ ନୂଆ ଏସ୍ଓପି ଜାରି, ପୂର୍ବ ଘୋଷଣା ସହ ନୂଆ କଟକଣା ଯୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ
ପୁରୀ: ଦୀର୍ଘ ୯ ମାସ ପରେ ଖୋଲିଛି ଶ୍ରୀମନ୍ଦିର । ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ଏସଓପି ଜାରି କରାଯାଇଛି । ପୂର୍ବ ଘୋଷଣା ସହ ଆଉ କିଛି ଯୋଡିଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର ଭିତରେ ଦୀପ ଜାଳିବା ସଂପୂର୍ଣ୍ଣ ନିଷେଧ କରାଯାଇଛି । ଶ୍ରୀମନ୍ଦିର ଭିତରକୁ ଭୋଗ, ଫୁଲ, ଦୀପ ନେବା ମନା ।!-->…