ଶେଷ ଦିନିକିଆ : ରୋମାଞ୍ଚକର ମ୍ୟାଚରେ ଅଷ୍ଟ୍ରେଲିଆକୁ ୧୩ ରନରେ ପରାସ୍ତ କଲା ଭାରତ
କାନବେରା : କାନବେରାର ମାନୁକା ଓଭାଲ ଷ୍ଟାଡିୟମଠାରେ ଆଜି ଖେଳାଯାଇଥିବା ଚଳିତ ସିରିଜର ଶେଷ ଦିନିକିଆ ମ୍ୟାଚରେ ଭାରତ ଅଷ୍ଟ୍ରେଲିଆକୁ ୧୩ ରନରେ ପରାସ୍ତ କରିଛି । ତେବେ ପୂର୍ବରୁ ୨ଟି ମ୍ୟାଚ ଜିତିଥିବା ଅଷ୍ଟ୍ରେଲିଆ ଏହି ତିନିଟିକିଆ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ଜିତିନେଇଛି ।
!-->!-->!-->…