Browsing Tag

ରିପୋର୍ଟ

ମୋତେ ଗିରଫ କରିବେ ନାହିଁ ବୋଲି ଲେଖିକି ଦେଲେ ମୁଁ ପୁଲିସ୍‌ରେ ହାଜର ହେବାକୁ ରାଜି; ଟ୍ୱିଟର ଇଣ୍ଡିଆ ଏମ୍‌ଡି ମନୀଷ…

ନୂଆଦିଲ୍ଲୀ ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଉତ୍ତର ପ୍ରଦେଶ ପୁଲିସ ଗିରଫ କରିବା ନାହିଁ ବୋଲି ଆଗ ନିଶ୍ଚିତ କରୁ ତେବେ ମୁଁ ହାଜର ହେବାକୁ ରାଜି ଅଛି। ଆଜି କର୍ଣ୍ଣାଟକା ହାଇକୋର୍ଟରେ ଏପରି କହିଛନ୍ତି ଭାରତର ଟ୍ୱିଟର ଏମ୍‌ଡି ମନୀଷ ମାହେଶ୍ୱରୀ। ଲୋନୀ ଭାଇରାଲ୍ ଭିଡିଓ ଘଟଣାରେ ମନୀଷ ନୋଟିସ୍

ଭୁବନେଶ୍ୱର ଏମ୍ସ ପରିସରରେ ଅଗ୍ନିଶମ ସେବା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଭୁବନେଶ୍ୱର ଏମ୍ସ ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି । ଏହି କେନ୍ଦ୍ରରେ ଜଣେ ଷ୍ଟେସନ ଅଫିସରଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି

ଟ୍ୱିଟର ପାଳନ କରିନି ନୂଆ ଆଇଟି ନିୟମ ; ସରକାର ଟ୍ୱିଟର ବିରୋଧରେ ନେଇପାରିବେ କାର୍ଯ୍ୟାନୁଷ୍ଠାନ – ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : କେନ୍ଦ୍ର ସରକାରଙ୍କ ନୂଆ ଆଇଟି ନିୟମକୁ ଟ୍ୱିଟର ପାଳନ କରିନଥିବା ନେଇ କହିଛି। ଟ୍ୱିଟର ଓ ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଦିଲ୍ଲୀ ହାଇକୋର୍ଟରେ ଟ୍ୱିଟରେ ମାନିଛି। ଏହାପରେ ହାଇକୋର୍ଟ କହିଛନ୍ତି, ନିଜ ତରଫରୁ ଟ୍ୱିଟରକୁ କୌଣସି

ରଥଯାତ୍ରାରେ ଛେରାପହଁରା କରିବେ ଗଜପତି

ଭୁବନେଶ୍ବର ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେ। ରଥଯାତ୍ରାରେ ଛେରାପହଁରା ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ଆଜି ସୂଚନା ଦେଇଛନ୍ତି। ଗଜପତି ମହାରାଜା ଦିବ୍ୟସିଂହ ଦେବ କହିଛନ୍ତି ଯେ ଆମେ

ବନ୍ଦ ହେବ ରାଜ୍ୟର ସମସ୍ତ କୋଭିଡ୍ ସେବା କେନ୍ଦ୍ର

ଭୁବନେଶ୍ବର ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି :  କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାରୁ ରାଜ୍ୟରେ ଚାଲୁ ରହିଥିବା ସମସ୍ତ ସରକାରୀ ଓ ବେସରକାରୀ କୋଭିଡ୍ ସେବା କେନ୍ଦ୍ରଗୁଡ଼ିକୁ  ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ଯଦି ଏକ କୋଭିଡ୍ ସେବା କେନ୍ଦ୍ରରେ କରୋନା

୨୪୫ ତମ ସ୍ୱାଧୀନତା ଦିବସ ଅବସରରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଆମେରିକାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ ୦୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଆମେରିକାର ୨୪୫ ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଆମେରିକାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏକ ଟୁଇଟ୍‌ରେ କହିଛନ୍ତି ଯେ, ଭାରତ ଏବଂ ଆମେରିକା ଜୀବନ୍ତ

ରଥଯାତ୍ରା ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷ କଲେ ଡିଜିପି

ପୁରୀ ୦୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ପୁଲିସ ଡିଜି ଅଭୟ ରବିବାର ପୁରୀ ଗସ୍ତରେ ଯାଇ ରଥଯାତ୍ରା ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସହଯୋଗ କରିବାକୁ ପୁରୀବାସୀଙ୍କୁ ଅନୁରୋଧ କରିଛନ୍ତି ଡିଜିପି। କେନ୍ଦ୍ରାଞ୍ଚଳ ଆଇଜି ଓ ପୁରୀ ଏସପି ବ୍ଲୁପ୍ରିଣ୍ଟ

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୁଷ୍କର ସିଂହ ଧାମି

ଡେରାଡୁନ ୦୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି। ରବିବାର ଡେରାଡୁନ ସ୍ଥିତ ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ନେଇଛନ୍ତି। ରାଜ୍ୟପାଳ ବେବିରାଣୀ

କରୋନା ଟିକା ନେଇପାରିବେ ଗର୍ଭବତୀ ମହିଳା : ସ୍ବାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ ୦୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଏଣିକି ଗର୍ଭବତୀ ମହିଳାମାନେ କରୋନା ଟିକା ନେଇପାରିବେ । ଏଥିଲାଗି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଅନୁମତି ଦିଆଯାଇଛି । ଫଳରେ ଏ ନେଇ ଗତ କିଛି ମାସ ହେଲା ଚାଲିଥିବା କଳ୍ପନାଜଳ୍ପନା ଓ ଆଶଙ୍କାର ଅବସାନ ଘଟିଛି । ଆଜି ଏ ସମ୍ପର୍କରେ

ଓଡ଼ିଶାର ୪ ଜିଲ୍ଲା ସମେତ ଦେଶର ୭୧ଟି ଜିଲ୍ଲାରେ ପିଜିଟିଭିଟି ହାର ୧୦% ଉପରେ ରହିଛି : ସ୍ବାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ ୦୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହ୍ରାସ ପାଇଚାଲିଛି । ମେ ପ୍ରଥମ ସପ୍ତାହରେ ସଂକ୍ରମଣ ସର୍ବୋଚ୍ଚ ଶିଖର ଛୁଇଁବା ପରଠାରୁ ଏବେ ସୁଦ୍ଧା ସଂକ୍ରମଣରେ ପ୍ରାୟ ୮୬ ପ୍ରତିଶତ ହ୍ରାସ ପରିଲକ୍ଷିତ ହୋଇଛି । ମେ ୩ରେ ଆରୋଗ୍ୟ ହାର ୮୧.୧ ପ୍ରତିଶତ
error: Content is protected !!
Open chat