ଟିକା ପାଇଁ ପରସ୍ପର ଭିତରେ ନଲଢ଼ି, ଏକାଠି ଲଢ଼ିବାକୁ ହେବ : ନବୀନ ପଟ୍ଟନାୟକ
ଟିକା ସଂକଟ ନେଇ ସବୁ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି
ଭୁବନେଶ୍ୱର : କରୋନା ଟିକାକରଣ ନେଇ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିକା ସଂକଟ ଦୂର କରିବା ନେଇ ସମସ୍ତଙ୍କ ସହମତି ଲୋଡ଼ି ସେ ଚିଠି ଲେଖିଛନ୍ତି। ୧୮ ବର୍ଷରୁ ଊର୍ଦ୍ଧ୍ୱ!-->!-->!-->…