Browsing Tag

ରିପୋର୍ଟ

କରୋନାର ପ୍ରଥମ ଲହର ପରେ ଆମେ ସମସ୍ତେ ଅସାବଧାନ ହୋଇଗଲୁ : ମୋହନ ଭାଗବତ

କରୋନାର ୨ୟ ଲହର ପାଇଁ ସରକାରଙ୍କ ଠାରୁ ଆରମ୍ଭ କରି ଜନସାଧାରଣ ସମସ୍ତେ ଦାୟୀ ନୂଆଦିଲ୍ଲୀ : ଭାରତରେ କରୋନା ମହାମାରୀର ୨ୟ ଲହର ପାଇଁ ସରକାର, ପ୍ରଶାସନ ଓ ଜନସାଧାରଣ ସମସ୍ତେ ଦାୟୀ । ସମସ୍ତଙ୍କ ଅବହେଳା ପାଇଁ ଦେଶକୁ ଏଡ଼େ ବଡ଼ ଦୁର୍ଗତିର ସମ୍ମୁଖୀନ ହେବାକୁ ପଡ଼ୁଛି ବୋଲି ରାଷ୍ଟ୍ରୀୟ

ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ

ପୁରୀ : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶନିବାର ଅପରାହ୍ନରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ତିନି ରଥର ନିର୍ମାଣ କାର୍ଯ୍ୟ ଶୁଭାରମ୍ଭ ହୋଇଛି। ଆଜ୍ଞାମାଳ ପହଂଚିବା ପରେ ତିନି ରଥର ମୁଖ୍ୟ ମହାରଣା ଏହି ଆଜ୍ଞାମାଳକୁ ଗ୍ରହଣ କରିଥିଲେ। ପରେ ପରେ ଶ୍ରୋତିୟ ବ୍ରାହ୍ମଣ ମାନେ ପଂଚ ବିଧି ଉପଚାରରେ

କରୋନା ଟେଷ୍ଟିଂ ଲାଗି ଭୁବନେଶ୍ୱରରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା: ବିଏମ୍‌ସି କମିସନର

ଭୁବନେଶ୍ୱର: ଏକା ରହୁଥିବା ୬୦ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକମାନଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଟେଷ୍ଟିଂ ସେଣ୍ଟରକୁ ଯିବାରେ ଅସୁବିଧା ଥିଲେ ବରିଷ୍ଠ ନାଗରିକ ୧୯୨୯କୁ କଲ କରିପାରିବେ । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟିମ୍ ଯାଇ

କାଳିଆ ଯୋଜନା ଚାଷୀଙ୍କ ମୁହଁରେ ହସ ଆଣିଛି, ଋଣ ଭାର ଲାଘବ କରିଛି:ମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର: ଆସନ୍ତା କାଲି ଅଷୟତୃତୀୟା। ରାଜ୍ୟର ଚାଷୀ ପରିବାର ପାଇଁ ଏକ ଆନନ୍ଦ ର ଦିନ। ଚାଷ କାମର ଅନୁକୂଳ କାଲି ଠାରୁ ଆରମ୍ଭ ହୋଇଥାଏ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ ଭାଇ ଭଉଣୀ ମାନଙ୍କୁ ଶୁଭେଛା ଜଣାଇବା ସହ ରାଜ୍ୟର ୪୨ ଲଷ ଚାଷୀ ପରିବାରର ବ୍ୟାଙ୍କ ଖାତାରେ ଖରିଫ

ଶତ ପ୍ରତିଶତ ମାସ୍କ ବ୍ୟବହାର, ନିଶ୍ଚିତ କମିବ କରୋନା ହାର

ଭୁବନେଶ୍ବର: ମାସ୍କ ଭଲ ଭାବେ ପିନ୍ଧିବା ଦ୍ବାରା କରୋନା ସଂକ୍ରମଣ ବ୍ୟାପିବା ରୋକାଯାଇ ପାରିବ। କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ମାସ୍କ ନିଶ୍ଚିତ ବ୍ୟବହାର କରିବା ଉଚିତ। ଶତ ପ୍ରତିଶତ ମାସ୍କ ପିନ୍ଧିବା ଦ୍ବାରା କରୋନା ସଂକ୍ରମଣ ବୃଦ୍ଧି ହାର ନିଶ୍ଚୟ କମିବ। ଏବେ ତିନି ପ୍ରକାର ମାସ୍କ

ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ଭୁଲ ନିଷ୍ପତ୍ତି ଯୋଗୁଁ ବିଶ୍ବ କରୋନା ମହାମାରୀର ସମ୍ମୁଖୀନ ହେଲା : ଅନ୍ତର୍ଜାତୀୟ ତଦନ୍ତ…

ଜେନିଭା : ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଅପାଗରତା ଓ କେତେକ ଭୁଲ ନିଷ୍ପତ୍ତି ଯ଼ୋଗୁଁ ବିଶ୍ବ କରୋନା ପରି ଏକ ବିଶ୍ବ ମହାମାରୀର ସମ୍ମୁଖୀନ ହେଉଛି । ଯ଼ଦି ଠିକ ସମୟରେ ସତର୍କ ସୂଚନା ଦିଆଯ଼ାଇଥାନ୍ତା ତେବେ ଏହି ଦୁର୍ଦ୍ଦଶାକୁ ଏଡ଼େଇ ଦିଆଯ଼ାଇପାରିଥାନ୍ତା ବୋଲି ଏକ ଅନ୍ତର୍ଜାତୀୟ ତଦନ୍ତରୁ

ଭାରତରେ କୋଭିଡର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଶିଖରରେ ପହଞ୍ଚିଛି: କେମ୍ବ୍ରିଜ ରିପୋର୍ଟ

ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଶିଖରରେ ପହଞ୍ଚିଛି। କେମ୍ବ୍ରିଜ ଜଜ୍‍ ବିଜନେସ ସ୍କୁଲ ଏବଂ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଇକୋନୋମିକ୍ସ ଆଣ୍ଡ ସୋସିଆଲ ରିସର୍ଚ୍ଚର ଗବେଷକମାନଙ୍କ ଦ୍ୱାରା ବିକଶିତ କରାଯାଇଥିବା ଏକ ନୂଆ ଟ୍ରାକର ରିପୋର୍ଟରୁ ଏହା ଜଣାଯାଇଛି।

ଅନିଲ ଦେଶମୁଖଙ୍କ ବିରୋଧରେ ମାମଲା ରୁଜୁ କଲା ଇଡି

ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଏକ ମାମଲା ରୁଜୁ କରିଛି। ଦେଶମୁଖଙ୍କ ବିରୋଧରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ରୁଜୁ କରିଥିବା ଦୁର୍ନୀତି ମାମଲାକୁ ଆଧାର କରି ଇଡି ପକ୍ଷରୁ ଆର୍ଥିକ ଅନିୟମିତତା ନରୋଧୀ

ଓଡ଼ିଶା ସମେତ କେତେକ ରାଜ୍ୟରେ ଦୈନିକ ସଂକ୍ରମଣ ବଢୁଛି : ସ୍ବାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ : ଦେଶରେ ଗତ ଦୁଇ ଦିନ ହେଲା ସଂକ୍ରମଣ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି କିନ୍ତୁ ଏହା ଏକ ପ୍ରାରମ୍ଭିକ ଟ୍ରେଣ୍ଡ୍ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯ଼ୁଗ୍ମ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି । ଦେଶର ୧୩ଟି ରାଜ୍ୟରେ ଏବେ ୧ ଲକ୍ଷରୁ ଅଧିକ ସକ୍ରିୟ ମାମଲା, ୬ଟି

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୧୬ ଜିଲ୍ଲାରେ ନିର୍ମାଣ ହେବ ଆରଟିପିସିଆର୍ ପରୀକ୍ଷାଗାର, ୨୦ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ରାଜ୍ୟରେ ବଢୁଥିବା ସଂକ୍ରମଣ ଭିତରେ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟର ୧୬ ଜିଲ୍ଲାରେ ନିର୍ମାଣ ହେବ ଆରଟିପିସିଆର୍ ପରୀକ୍ଷାଗାର । ଏଥିପାଇଁ ମୁଖ୍ୟମନ୍ତ୍ରୀ ଆଜି ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । କୋଭିଡ଼ ଲଢ଼େଇରେ ରୋଗୀର ଶୀଘ୍ର ପରୀକ୍ଷା ସଂକ୍ରମଣକୁ
error: Content is protected !!
Open chat