Browsing Tag

ରିପୋର୍ଟ

ଦୁଇ ବର୍ଷ ମଧ୍ୟରେ ଦେଶର ରାଜପଥରୁ ହଟିବ ସବୁ ଟୋଲ, ଜିପିଏସ୍ ଟ୍ରାକ କରି ଆଦାୟ ହେବ ଟୋଲ ଟିକସ

ନୂଆଦିଲ୍ଲୀ:  ଜାତୀୟ ରାଜପଥରୁ ହଟିବ ଟୋଲ ଗେଟ୍ । ଦୁଇ ବର୍ଷ ମଧ୍ୟରେ ଦେଶର ସମସ୍ତ ଟୋଲଗେଟକୁ ହଟାଇ ଦିଆଯିବ । ମାତ୍ର ଯାତାୟତ ପାଇଁ ପୂର୍ବ ପରି ଟିକସ ଦେବା ନିମନ୍ତେ ପଡ଼ିବ । ଏଥିପାଇଁ ଗ୍ଲୋବାଲ ପୋଜିସନିଂ ସିଷ୍ଟମ (ଜିପିଏସ) ବ୍ୟବସ୍ଥା କରାଯିବ । କେନ୍ଦ୍ର ସରକାର ଗୁରୁବାର ଏ

ଜନସଂଖ୍ୟା ନିୟନ୍ତ୍ରଣ ପାଇଁ କଡ଼ା ଆଇନ ଆଣିବାକୁ କେନ୍ଦ୍ର ମନ୍ତ୍ରୀଙ୍କ ଦାବି

ପାଟନା: ଜନସଂଖ୍ୟା ନିୟନ୍ତ୍ରଣ ନିହାତି ଜରୁରୀ। ସାମାଜିକ ସ୍ତରରେ ସମନ୍ବୟ ରକ୍ଷା କ୍ଷେତ୍ରରେ ଜନସଂଖ୍ୟା ନିୟନ୍ତ୍ରଣ ଗୁରୁତ୍ଵପୂର୍ଣ୍ଣ। ତେଣୁ ଏଥିପାଇଁ କଡ଼ା ଆଇନ ଆଣିବାକୁ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ଦାବି କରିଛନ୍ତି। ଗିରିରାଜ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, ଦେଶର ବିକାଶ ଏବଂ

ପ୍ରଥମ ପର୍ଯ୍ୟାୟରେ କୋଭିଡ ଯୋଦ୍ଧା ଓ ବୟସ୍କଙ୍କୁ ମାଗଣା କରୋନା ଟିକା

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟରେ କୋଭିଡ ଯୋଦ୍ଧା ଓ ବୟସ୍କଙ୍କୁ କରୋନା ଟିକା ଦିଆଯିବ। ସମ୍ପୂର୍ଣ୍ଣ ମାଗଣାରେ ଏହି ଟିକା ଯୋଗାଇ ଦିଆଯିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଗୁରୁବାର ସୂଚନା ଦେଇଛନ୍ତି।ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ କହିଛନ୍ତି ଯେ ଓଡ଼ିଶାରେ ପ୍ରଥମେ ୩ଟି ଶ୍ରେଣୀଭୁକ୍ତ କରୋନା

ଆଇନ ବିରୋଧରେ ଆନ୍ଦୋଳନ କରିବା ମୌଳିକ ଅଧିକାର, କିନ୍ତୁ ଏଥିରେ କାହାକୁ ସମସ୍ୟା ନ ହେବା ଦରକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଇନ ବିରୋଧରେ ଆନ୍ଦୋଳନ କରିବା ଠିକ୍‌। ଏହା ପ୍ରତି ଭାରତୀୟଙ୍କର ମୌଳିକ ଅଧିକାର। କିନ୍ତୁ ଏହି ଆନ୍ଦୋଳନ ଅନ୍ୟମାନଙ୍କ ପ୍ରତି ସମସ୍ୟା ସୃଷ୍ଟି ନ କରିବା ଦରକାର ବୋଲି କହିଛନ୍ତି ସୁପ୍ରିମକୋର୍ଟ। ୩ କୃଷି ଆଇନର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ରୁଜୁ ହୋଇଥିବା ପିଟିଶନ

ଇସ୍ରୋ ଦ୍ବାରା ସଫଳତାର ସହ ଉତକ୍ଷେପଣ ହେଲା ଯୋଗାଯୋଗ ଉପଗ୍ରହ ସିଏମଏସ – ୦୧

ଇସ୍ରୋ ଦ୍ବାରା ସଫଳତାର ସହ ଉତକ୍ଷେପଣ ହେଲା ଯୋଗାଯୋଗ ଉପଗ୍ରହ ସିଏମଏସ – ୦୧ ଆଜି ଅପରାହ୍ନ ୩ଟା ୪୧ ମିନିଟରେ ଶ୍ରୀହରିକୋଟା ସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ପିଏସଏଲଭି-ସି୫୦ ଦ୍ୱାରା ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୋଗାଯୋଗ ଉପଗ୍ରହ ‘ସିଏମଏସ-୦୧’ ଉତକ୍ଷେପଣ କରାଯାଇଛି।

କୋଭିଡ ଯୋଗୁ ହେବନି ସଂସଦର ଶୀତ ଅଧିବେଶନ

ସଂସଦର ଶୀତକାଳୀନ ଅଧିବେଶନ ବସିବ ନାହିଁ। ଏ ନେଇ ସରକାର ବିରୋଧୀଦଳର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ବିରୋଧୀ ଦଳଗୁଡିକ ସଂସଦର ଶୀତକାଳୀନ ଅଧିବେଶନ ଡାକିବା ପାଇଁ ଦାବି କରିଛନ୍ତି। ସରକାର ବିରୋଧୀ ଦଳଙ୍କୁ ପ୍ରଶ୍ନ କରିଛନ୍ତି ଯେ ମୌସୁମୀ ଅଧିବେଶନକୁ ଶୀଘ୍ର ବନ୍ଦ କରିବାକୁ କହିଥିବା

ଜାନୁଆରୀ ୩ରୁ ଖୋଲିବ ଧାର୍ମିକ ଅନୁଷ୍ଠାନ, ଅଣ୍ଡରଟେକିଂ ଦେବେ ପରିଚାଳନା କମିଟି

ଭୁବନେଶ୍ୱର: କରୋନା ମହାମାରୀ କଟକଣା ଯୋଗୁ ରାଜ୍ୟରେ ଦୀର୍ଘ ୮ମାସରୁ ଅଧିକ ସମୟ ଧରି ବନ୍ଦ ରହିଥିବା ଧାର୍ମିକ ଅନୁଷ୍ଠାନ ୨୦୨୧ ଜାନୁଆରୀ ୩ରୁ ଖୋଲିବ। ମନ୍ଦିରମାଳିନୀ ନଗରୀ ଭୁବନେଶ୍ବରରେ ୨୦୨୧ ଜାନୁଆରୀ ୩ ତାରିଖରୁ ରାଜ୍ୟରେ ଧାର୍ମିକ ଅନୁଷ୍ଠାନ ଗୁଡ଼ିକ ଖୋଲିପାରିବ ବୋଲି ବିଏମସି କମିଶନର

କୋଭିଡ୍‌ କଟକଣା : ରାଜ୍ୟରେ ପାଳନ ହେବନି ‘ଜିରୋ ଲାଇଟ ସେଲିବ୍ରେସନ’

ଭୁବନେଶ୍ବର: ପ୍ରତିବର୍ଷ ଡିସେମ୍ବର ୩୧ ତାରିଖ ରାତିରେ ଆୟୋଜିତ ହୋଇଥାଏ ‘ଜିରୋ ନାଇଟ ସେଲିବ୍ରେସନ’ ହୋଇଥାଏ। କ୍ଲବ ଓ ବିଭିନ୍ନ ବାରରେ ନୂଆ ବର୍ଷ ପାଇଁ ଉତ୍ସବ ପାଳନ ହୋଇଥାଏ। ଏହି ସମୟରେ ବାର ଓ କ୍ଲବରେ ପ୍ରବଳ ଗହଳି ହୋଇଥାଏ। ନୂଆ ବର୍ଷକୁ ସ୍ବାଗତ କରିବା ପାଇଁ ଆୟୋଜିତ ହୋଇଥାଏ ସ୍ବତନ୍ତ୍ର

ନିୟମ ମାନିଲେ ରାଜ୍ୟରେ ୧୮ ହଜାର ମନ୍ଦିର ଖୋଲିବ: ଦେବୋତ୍ତର ବିଭାଗ

ଭୁବନେଶ୍ବର: ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ଦେବୋତ୍ତର ବିଭାଗ ଅଧୀନରେ ଥିବା ୧୮ ହଜାର ମନ୍ଦିର ଖୋଲିବା ନେଇ ମୋଡାଲିଟି ନିର୍ଦ୍ଧାରଣ କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି ଦେବୋତ୍ତର କମିସନର। ଏକକାଳୀନ ଭକ୍ତ ପ୍ରବେଶ ବାରଣ ରହିଛି। ସାମାଜିକ ଦୂରତା, ମନ୍ଦିର ଦ୍ୱାରରେ

ଅଦୃଶ୍ୟ ହୋଇ ଚୀନ୍ ସହ ଲଢିବେ ଭାରତୀୟ ସୈନିକ, ପିନ୍ଧିବେ ‘ଆର୍ଟିଫିସିଆଲ ସ୍କିନ୍’

ନୂଆଦିଲ୍ଲୀ,୧୪।୧୨: ବଲିଉଡ ଅଭିନେତା ଅନିଲ କୁମାର ଓ ଶ୍ରୀଦେବୀଙ୍କ ‘ମିଷ୍ଟର ଇଣ୍ଡିଆ’ ଫିଲ୍ମ ନିହାତି ଦେଖିଥିବେ। ଫିଲ୍ମରେ ଅନିଲ କପୁର କିଭଳି ଭାବରେ ଅଦୃଶ୍ୟ ହୋଇ ଶତ୍ରୁଙ୍କ ସହ ଲଢେଇ କରୁଥିଲେ। ଏବେ ଠିକ୍ ସେଭଳି ଚୀନ୍ ଅଦୃଶ୍ୟ ହୋଇ ଲଢେଇ କରିବେ ଭାରତୀୟ ସୈନିକ। ସୈନିକଙ୍କୁ
error: Content is protected !!
Open chat