ତାଳଦଣ୍ଡା କେନାଲ ବନ୍ଧରେ ହେବ ୩-ଲେନ ବିଶିଷ୍ଟ ରାସ୍ତା: ବିଭିନ୍ନ କାର୍ଯ୍ୟ ସମୀକ୍ଷା କଲେ ୫-ଟି ସଚିବଙ୍କ ନେତୃତ୍ୱରେ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୧୦: ୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କ ନେତୃତ୍ୱରେ ଏକ ଟିମ୍ କଟକ ଗସ୍ତ କରି କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି । ଚାଲିଥିବା କାର୍ଯ୍ୟର!-->…