Browsing Tag

ରିପୋର୍ଟ

ଲକ୍ଷ୍ୟ ଭେଦକାରୀ ‘ଅଭ୍ୟାସ’ ବିମାନର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ଉଚ୍ଚ ଗତିଯୁକ୍ତ ଆକାଶମାର୍ଗରେ ଲକ୍ଷ୍ୟ ଭେଦକାରୀ ଅଭ୍ୟାସ ବିମାନର ପରୀକ୍ଷା ସଫଳତାର ସହ କରାଯାଇଛି। ଓଡିଶାର ବାଲେଶ୍ଵରସ୍ଥିତ ଆଇଟିଆରରୁ ଏହି ପରୀକ୍ଷା ସମ୍ପନ୍ନ ହୋଇଛି।

ଭାରତର ରଣନୀତି ଆଗରେ ହାର ମାନିଲା ଚୀନ : ଶାନ୍ତି ପ୍ରତିଷ୍ଠା ପାଇଁ ସୈନ୍ୟ ପ୍ରତ୍ୟାହାର କରିବାକୁ ରାଜି ହେଲା

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ଦୀର୍ଘ ୧୩ ଘଣ୍ଟାର ପ୍ରତିରକ୍ଷା କମାଣ୍ଡର ସ୍ତରୀୟ ଆଲୋଚନା ପରେ ବାହାରିଲା ନିଷ୍ପତି । ସୀମାରେ ଶାନ୍ତି ବଜାୟ ରଖିବାକୁ ଭାରତ ଓ ଚୀନ୍ ଆଉ ସୀମାନ୍ତ ଅଞ୍ଚଳରେ ସେନା ସଂଖ୍ୟା ବଢ଼ାଇବେ ନାହିଁ । ଏହା ଦ୍ୱାରା ଏଲଏସିରେ ଲାଗି ରହିଥିବା

ଯୌନକର୍ମୀଙ୍କ ପାଇଁ ଖୁସି ଖବର – ଯୌନକର୍ମୀ ମାନଙ୍କୁ ଖାଦ୍ୟ ଓ ଆର୍ଥିକ ସହାୟତା ପ୍ରଦାନ କରିବାକୁ କେନ୍ଦ୍ର ଏବଂ ରାଜ୍ୟ…

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ଯୌନ କର୍ମୀଙ୍କ ପାଇଁ ଖୁସି ଖବର । ସର୍ବୋଚ୍ଚ ନ୍ୟାୟାଳୟ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ସେମାନେ ଯୌନକର୍ମୀ ମାନଙ୍କୁ ଖାଦ୍ୟ ଓ ଆର୍ଥିକ ସହାୟତା ପ୍ରଦାନ କରନ୍ତୁ । କୋଭିଡ଼-୧୯ ସମୟରେ ଯୌନକର୍ମୀମାନେ ଅଭାବ

ରାଜ୍ୟ ସରକାର ଜାରି କଲେ ଏକାମ୍ର ଐତିହ୍ୟ କ୍ଷେତ୍ର ଗାଇଡଲାଇନ

ଭୁବନେଶ୍ୱର: ରାଜ୍ୟ ସରକାର ଏକାମ୍ର କ୍ଷେତ୍ର ଐତିହ୍ୟ ଗାଇଡଲାଇନ ଜାରି କରିଛନ୍ତି । ବିଡିଏ ତରଫରୁ ଏହି ଗାଇଡଲାଇନ ଜାରି ହୋଇଛି । ଏଥିରେ କୋଠାବାଡ଼ି ନିର୍ମାଣ, ମରାମତି, ଫଳକ ଲଗାଯିବା ଆଦି ଉଲ୍ଲେଖ ରହିଛି । ଗାଇଡଲାଇନର ବିସ୍ତୃତ ତଥ୍ୟ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର

ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି : ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ମୃତ ବ୍ୟକ୍ତିଙ୍କ ଶବ ହସ୍ତାନ୍ତର ବେଳେ ବିଳମ୍ବ ହେଉଥିବାରୁ ପରିବାର ଲୋକେ ହନ୍ତସନ୍ତ ହେଉଥିବା ବାରମ୍ବାର ଅଭିଯୋଗ ଆସୁଛି

ଭାରତ ପାଇଁ ବିଶ୍ୱ ଗୋଟିଏ ପରିବାର – ମୋଦୀ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମିଳିତ ଜାତିସଂଘ ସାଧାରଣ ପରିଷଦକୁ ଆଜି ସମ୍ବୋଧିତ କରି କହିଛନ୍ତି ଯେ ଭାରତ ସଦାସର୍ବଦା ସମଗ୍ର ବିଶ୍ୱକୁ ଗୋଟିଏ ପରିବାର ବୋଲି ହେତୁ କରିଆସିଛି। ପ୍ରଧାନମନ୍ତ୍ରୀ କହିଛନ୍ତି

ରେକର୍ଡ ସୃଷ୍ଟି କଲା ଆଇପିଏଲ୍-୨୦୨୦ ଉଦ୍‌ଘାଟନୀ ମ୍ୟାଚ୍ : ଦେଖିଲେ ୨୦କୋଟିରୁ ଉର୍ଦ୍ଧ୍ଵ ଦର୍ଶକ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ଯାହା ଆଶା କରାଯାଉଲା ତାହା ହୋଇଛି। ୟୁଏଇରେ ଇଣ୍ଡିଆନ୍‍ ପ୍ରିମିୟର ଲିଗର ୧୩ତମ ସଂସ୍କରଣ ଲୋକପ୍ରିୟତାର ସମସ୍ତ ରେକର୍ଡ ଭାଙ୍ଗୁଛି। ସୂଚନା ଅନୁସାରେ, ସେପ୍ଟେମ୍ବର ୧୯ରେ ମୁମ୍ବଇ ଓ ଚେନ୍ନଇ ମଧ୍ୟରେ ଖେଳାଯାଇଥିବା ଉଦ୍‌ଘାଟନୀ ମ୍ୟାଚ୍ ପୂର୍ବ

୬୫ ବର୍ଷ ପୁରୁଣା ଅତ୍ୟାବଶ୍ୟକୀୟ ସାମଗ୍ରୀ (ସଂଶୋଧନ) ବିଲ୍ ନିୟମରେ ହେଲା ପରିବର୍ତ୍ତନ : ଅତ୍ୟାବଶ୍ୟକୀୟ ସାମଗ୍ରୀ…

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ଅତ୍ୟାବଶ୍ୟକୀୟ ସାମଗ୍ରୀ ତାଲିକାରୁ ହଟିଗଲା ଆଳୁ ଓ ପିଆଜର ନାଁ। ଆଜି ସଂସଦର ଉଭୟ ଗୃହରେ  Essential Commodities Act ବା ଅତ୍ୟାବଶ୍ୟକୀୟ ସାମଗ୍ରୀ(ସଂଶୋଧନ) ବିଲ୍ ପାସ୍ ହୋଇଛି। ଏହା ଅନୁସାରେ ଏବେ  ଖାଦ୍ୟ ଶସ୍ୟ, ଆଳୁ, ପିଆଜ, ଖାଇବା

ଭଦ୍ରକ- ଧାମରା ରେଳପଥର ଛତ୍ରପଦାଠାରେ ରେଳଧାରଣାରେ କଟି ବୃଦ୍ଧଙ୍କ ମୃତ୍ୟୁ

ଭଦ୍ରକ/ଚାନ୍ଦବାଲି,(ମଣି ପ୍ରସାଦ ପାଢୀ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୨/୦୯ : ଭଦ୍ରକ ଜିଲ୍ଲା ଭଦ୍ରକ- ଧାମରା ରେଳପଥର ଛତ୍ରପଦା ନିକଟରେ ଟ୍ରେନରେ କଟି ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ପ୍ରାପ୍ତ ସୂଚନା ଅନୁଯାୟୀ, ଭଦ୍ରକ- ଧାମରା ରେଳପଥର ଛତ୍ରପଦା ଗ୍ରାମ ନିକଟ ରେଳପଥରେ

ମେଡିକାଲ୍ ପିଜି ଛାତ୍ର ଜିଲ୍ଲା ଡାକ୍ତରଖାନାରେ ୩ ମାସ କାର୍ଯ୍ୟ କରିବେ : ଭାରତୀୟ ଭେଷଜ ପରିଷଦ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୨-୦୯-୨୦ : ଭାରତୀୟ ଭେଷଜ ପରିଷଦ (ମେଡିକାଲ୍ କାଉନସିଲ୍ ଅଫ୍ ଇଣ୍ଡିଆ)ର ଏକ ସ୍ୱତନ୍ତ୍ର ଅଧିବେଶନରେ ସ୍ନାତକୋତ୍ତର ଛାତ୍ରଛାତ୍ରୀମାନଙ୍କ ପାଇଁ ନୂତନ ନିୟମ ପ୍ରସ୍ତୁତ କରିଛନ୍ତି ଫଳରେ ଏଣିକି ସ୍ନାତକୋତ୍ତର ଛାତ୍ରଛାତ୍ରୀମାନେ ସେମାନଙ୍କ ପାଠ୍ୟକ୍ରମର ଏକ
error: Content is protected !!
Open chat