Browsing Tag

10th

ଆସନ୍ତା ୧୦ ତାରିଖରୁ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱ ବିଦ୍ୟାଳୟ ବନ୍ଦ

ଭୁବନେଶ୍ୱର ୦୭/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ ପୁଣି କରୋନା ସଂକ୍ରମଣର ହାର ବଢ଼ିବାରେ ଲାଗିଛି । ଯେଉଁଥି ପାଇଁ ସରକାର ଆଗୁଆ ସଚେତନ ମୂଳକ ପଦକ୍ଷେପ ନେଇଛନ୍ତି । ଏହି କ୍ରମରେ ଜାନୁଆରୀ ୧୦ରୁ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରିଛନ୍ତି ରାଜ୍ୟ ସରକାର। ରାଜ୍ୟ…

ଚାଷୀଙ୍କୁ ମୋଦୀଙ୍କ ନୂଆ ବର୍ଷ ଭେଟି

ନୂଆଦିଲ୍ଲୀ ୦୧/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଚାଷୀମାନଙ୍କୁ ନୂଆବର୍ଷରେ ଉପହାର ଦେଲେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୦ମ କିସ୍ତି ଚାଷୀମାନଙ୍କୁ ପ୍ରଦାନ କରିଛନ୍ତି କେନ୍ଦ୍ର ସରକାର । ଏହି ଯୋଜନାରେ ୧୦ ହଜାର କୋଟିରୁ ଅଧିକ କୃଷକଙ୍କୁ ପ୍ରଧାନମନ୍ତ୍ରୀ…

୧୦ମ ଇଂରାଜୀ ପ୍ରଶ୍ନପତ୍ରରେ ଭୁଲ ଥିବା ସ୍ୱୀକାର କଲେ ସିବିଏସ୍‌ଇ କର୍ତ୍ତୃପକ୍ଷ; ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କୁ…

ନୂଆଦିଲ୍ଲୀ ୧୩/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଗତ ଡିସେମ୍ବର ୧୧ ତାରିଖରେ ସିବିଏସ୍‌ଇର ୧୦ମ ଶ୍ରେଣୀ ପାଇଁ ହୋଇଥିବା ଇଂରାଜୀ ଭାଷା ଓ ସାହିତ୍ୟ ପରୀକ୍ଷା ପ୍ରଶ୍ନପତ୍ରରେ ଗୋଟିଏ ପ୍ରଶ୍ନ ସିଲାବସ୍‌ ଓ ଧାର୍ଯ୍ୟ ଗାଇଡ୍‌ଲାଇନ୍‌ ବାହାରୁ ରହି ଯାଇଥିଲା ବୋଲି ସିବିଏସ୍‌ଇ କର୍ତ୍ତୃପକ୍ଷ ସୋମବାର…
error: Content is protected !!
Open chat