ମାଡ଼ିଚାଲିଛି ଓମିକ୍ରନ୍, ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩
ନୂଆଦିଲ୍ଲୀ ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଦେଶରେ ‘ଓମିକ୍ରନ୍’ ପ୍ରଜାତି ଖୁବ୍ ଦ୍ରୁତ ଗତିରେ ମାଡ଼ି ଚାଲିଛି। ଏହା ୧୧ଟି ରାଜ୍ୟକୁ ବ୍ୟାପିଲାଣି ଏବଂ ଆଜି ସୁଦ୍ଧା ୧୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୯ଟି ଜିଲ୍ଲାରେ ସଂକ୍ରମଣ ବଢ଼ିବା ବିପଦ ଅଧିକ ରହିଛି। ଦେଶରେ ତୃତୀୟ ଲହର ଆରମ୍ଭ!-->…