ଚୀନକୁ ବଡ଼ ଝଟ୍କା; ୧୨ କମ୍ପାନୀକୁ କଳା ତାଲିକାଭୁକ୍ତ କଲା ଆମେରିକା
ୱାଶିଂଟନ: ଚୀନକୁ ବଡ଼ ଝଟ୍କା ଦେଇଛି ଆମେରିକା। ଚୀନର ପ୍ରାୟ ୧୨ଟି ବଡ଼ କମ୍ପାନୀକୁ ଆମେରିକା କଳା ତାଲିକାଭୁକ୍ତ କରିଛି। ଏହି କମ୍ପାନୀଗୁଡ଼ିକ ମଧ୍ୟରେ ଚୀନର ସବୁଠୁ ବଡ଼ ଚିପ୍ ନିର୍ମାତା କମ୍ପାନୀ ‘ସେମିକଣ୍ଡକ୍ଟର ମାନୁଫାକ୍ଚରିଂ ଇଣ୍ଟରନ୍ୟାଶନାଲ କର୍ପ (ଏସଏମଆଇସି)’ ଏବଂ ଚୀନର ଡ୍ରୋନ!-->…