ବ୍ରିସ୍ବେନ୍ରେ ଭାରତର ଐତିହାସିକ ବିଜୟ : ୪ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜକୁ ୨-୧ରେ ହାତେଇଲା ଟିମ୍ ଇଣ୍ଡିଆ
ବ୍ରିସବେନ୍: ଅଷ୍ଟ୍ରେଲିଆକୁ ତାର ନିଜ ମାଟିରେ ମାତ୍ ଦେଇ ଭାରତ ଐତିହାସିକ ବିଜୟ ହାସଲ କରିଛି। ଟିମ୍ ଇଣ୍ଡିଆ ବ୍ରିସବେନ୍ ବିଜୟ ସହ ଟେଷ୍ଟ ସିରିଜ କବଜା କରିଛି। ଏହାସହବ୍ରିସବେନରେ ଅଷ୍ଟ୍ରେଲିଆର ୩୩ ବର୍ଷର ଅପରାଜେୟ ରେକର୍ଡରେ ଭାରତ ବ୍ରେକ୍ ଲଗାଇଛି।
ରିଷଭ ପନ୍ତ ଓ ୱାସିଂଟନ!-->!-->!-->!-->!-->…