ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ କଳା ସହ ଧନ୍ଦାମୂଳକ ପରୀକ୍ଷା ଫଳ : ଗଣଶିକ୍ଷା ମନ୍ତ୍ରୀ ସମୀର…
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୫/୦୮: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ବିଭାଗ ପରୀକ୍ଷା ଫଳ ଆସନ୍ତା ସେପ୍ଟେମ୍ବର ମାସରେ ପ୍ରକାଶ ପାଇବ। ଏଥି ସହ ଧନ୍ଦାମୂଳକ ପରୀକ୍ଷା ଫଳ ବି ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ। ଏ ନେଇ ବିଦ୍ୟାଳୟ ଓ!-->…