Browsing Tag

2020

ଆଜିଠାରୁ ଆଇପିଏଲ୍‍ର ୧୩ଶ ସଂସ୍କରଣ

ମୁମ୍ବଇ ଇଣ୍ଡିଆନ୍ସ-ଚେନ୍ନଇ ସୁପର କିଙ୍ଗସ୍‌ ଉଦ୍‌ଘାଟନୀ ମ୍ୟାଚ ଆବୁଧାବି/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୯-୦୯-୨୦ : ସମସ୍ତ କଳ୍ପନା ଜଳ୍ପନାର ଅନ୍ତଃ ହେବାକୁ ଯାଉଛି। ଶନିବାରଠାରୁ ୟୁନାଇଟେଡ୍‍ ଆରବ ଏମିରେଟ୍‍ସ (ୟୁଏଇ)ରେ ଇଣ୍ଡିଆନ୍‍ ପ୍ରିମିୟର ଲିଗ୍‍ (ଆଇପିଏଲ୍‍)ର ୧୩ଶ…

ସେପ୍ଟେମ୍ବର ୧୫ ରୁ ୩୦ ମଧ୍ୟରେ ଅନଲାଇନରେ ହେବ ରେଭେନ୍ସା ୟୁଜି/ପିଜି ପରୀକ୍ଷା

କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୦୨/୦୯ :କଟକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅନଲାଇନରେ ଅଣ୍ଡର ଗ୍ରାଜୁଏଟ (ୟୁଜି) ଓ ପୋଷ୍ଟ ଗ୍ରାଜୁଏଟ (ପିଜି) ଶେଷ ସେମିଷ୍ଟର ପରୀକ୍ଷା ହେବ । ଉଭୟ ରେଗୁଲାର ଓ ବ୍ୟାକ ପିଲାଙ୍କ ପାଇଁ ଏସବୁ ପରୀକ୍ଷା କରାଯିବ । ଏସବୁ ପରୀକ୍ଷା ଆସନ୍ତା ୧୫ରୁ ୩୦ ତାରିଖ…

ଆଜିଠୁ ଜେଇଇ ମେନ୍‌, ନିଟ୍‌ ପ୍ରବେଶିକା : କଡ଼ା ସୁରକ୍ଷା, ସାମାଜିକ ଦୂରତାକୁ ଗୁରୁତ୍ୱ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯: ଆଜିଠୁ ଜେଇଇ ଓ ନିଟ୍‌ ପ୍ରବେଶିକା ପରୀକ୍ଷା । ଏଥିପାଇଁ ପୁଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀ ଆଜି ସୁରକ୍ଷା ପ୍ରସଙ୍ଗରେ ବିଏମ୍‌ସି ଓ କଲେଜ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି । ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଇ ରାଜଧାନୀର ୬ଟି ଓ…

ଜେଇଇ ମେନ୍‍ ପ୍ରବେଶିକା- ପରୀକ୍ଷା ଦେବା ପୂର୍ବରୁ କରୋନା ସମ୍ବନ୍ଧୀୟ ଘୋଷଣାପତ୍ର ଦାଖଲ କରିବାକୁ ପଡ଼ିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮ : ଜେଇଇ ମେନ୍‍ ପ୍ରବେଶିକା ପରୀକ୍ଷାର ପରୀକ୍ଷାର୍ଥୀମାନଙ୍କୁ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବା ପୂର୍ବରୁ କରୋନା ସମ୍ବନ୍ଧୀୟ ଘୋଷଣାପତ୍ର ଦାଖଲ କରିବାକୁ ପଡ଼ିବ । ସୋମବାର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିଟ୍‍ ଏବଂ ଜେଇଇ ମେନ୍‍…

ଜୋ ବାଇଡେନ୍ ଆମେରିକାର ୨୦୨୦ ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ‌ ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୯/୦୮: ନଭେମ୍ବର ମାସରେ ହେବାକୁ ଥିବା ଯୁକ୍ତରାଷ୍ଟ୍ର ଆମେରିକାର ୨୦୨୦ ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ଡେମୋକ୍ରାଟି ପାର୍ଟି ଜୋ ବାଇଡେନ୍‌ଙ୍କୁ ବିଧିବଦ୍ଧ ଭାବେ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ କରିଛି। ରାଷ୍ଟ୍ରପତି ହେବା ନିମନ୍ତେ…

ଭୁବନେଶ୍ୱର: ୭୪ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ – ୟୁନିଟ:୩ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୮ : ମହାମାରୀ କରୋନା କାଳରେ ଆଜି ସମଗ୍ର ଦେଶରେ ୭୪ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯାଇଛି । ୭୪ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟର ରାଜଧାନୀ ଭୁବନେଶ୍ବରର…

ମହିଳା ଆଇପିଏଲ ନିଶ୍ଚିତ ଭାବେ ଆୟୋଜନ ହେବ : ସୌରଭ ଗାଙ୍ଗୁଲି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ମୁମ୍ବାଇ ୦୩/୦୮ : ଏବର୍ଷ ମହିଳା ଆଇପିଏଲ ଆୟୋଜନ କରାଯିବ ବୋଲି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ସୂଚନା ଦେଇଛନ୍ତି । ଏହା ସହିତ ମହିଳା ଆଇପିଏଲକୁ ନେଇ ଗତ କିଛି ସପ୍ତାହ ଧରି ଚାଲିଥିବା ଅନିଶ୍ଚିତତାର ଅନ୍ତ ଘଟିଛି । ଆଜି ବିସିସିଆଇର…

ନୂତନ ଜାତୀୟ ଶିକ୍ଷା ନୀତି ୨୦୨୦ : ଏଣିକି ୩ ବର୍ଷରୁ ନାମ ଲେଖା ; ଭାରତକୁ ଏକ ‘ଗ୍ଲୋବାଲ ନଲେଜ୍ ସୁପର ପାୱାର୍’ କରିବା…

ଅଙ୍ଗନବାଡ଼ି/ପ୍ରାକ୍ ବିଦ୍ୟାଳୟକୁ ବ୍ୟବସ୍ଥିତ ଓ ଦୃଢ଼ କରାଯିବମାତୃଭାଷା/ଆଞ୍ଚଳିକ ଭାଷାରେ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ାଯିବସ୍କୁଲ୍‌ ଶିକ୍ଷାର ସବୁ ସ୍ତରରେ ସଂସ୍କୃତ ଭାଷା ବିକଳ୍ପ ଭାବେ ରହିବରାଜ୍ୟରେ ପ୍ରତିଷ୍ଠା ହେବ ଏସ୍‌ଏସ୍‌ଏସ୍‌ଏ କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର…
error: Content is protected !!
Open chat