ନୂଆବର୍ଷ ପାଇଁ ଦିଲ୍ଲୀ ଓ ମୁମ୍ବଇରେ ନାଇଟ୍ କର୍ଫ୍ୟୁ
ନୂଆଦିଲ୍ଲୀ: ଡ଼ିସେମ୍ବର ୩୧ ମଧ୍ୟରାତ୍ରିରେ ପୁରୁଣା ବର୍ଷକୁ ବିଦାୟ ଦେବା ଓ ନୂଆ ବର୍ଷକୁ ସ୍ବାଗତ ନିମନ୍ତେ ଆୟୋଜନ କରାଯାଉଥିବା ‘‘ଜିରୋ ନାଇଟ୍’’ ଓ ନୂଆବର୍ଷ ପାଳନ ପାଇଁ ଦିଲ୍ଲୀ ସରକାର କଟକଣା ଜାରି କରିଛନ୍ତି। ଆଜି ଓ ଆସନ୍ତାକାଲି ଆର୍ଥାତ ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ପାଇଁ!-->…