Browsing Tag

2021

ନୂଆବର୍ଷ ପାଇଁ ଦିଲ୍ଲୀ ଓ ମୁମ୍ବଇରେ ନାଇଟ୍ କର୍ଫ୍ୟୁ

ନୂଆଦିଲ୍ଲୀ: ଡ଼ିସେମ୍ବର ୩୧ ମଧ୍ୟରାତ୍ରିରେ ପୁରୁଣା ବର୍ଷକୁ ବିଦାୟ ଦେବା ଓ ନୂଆ ବର୍ଷକୁ ସ୍ବାଗତ ନିମନ୍ତେ ଆୟୋଜନ କରାଯାଉଥିବା ‘‘ଜିରୋ ନାଇଟ୍’’ ଓ ନୂଆବର୍ଷ ପାଳନ ପାଇଁ ଦିଲ୍ଲୀ ସରକାର କଟକଣା ଜାରି କରିଛନ୍ତି। ଆଜି ଓ ଆସନ୍ତାକାଲି ଆର୍ଥାତ ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ପାଇଁ…

ଜାନୁଆରୀ ୩ରୁ ଖୋଲିବ ଧାର୍ମିକ ଅନୁଷ୍ଠାନ, ଅଣ୍ଡରଟେକିଂ ଦେବେ ପରିଚାଳନା କମିଟି

ଭୁବନେଶ୍ୱର: କରୋନା ମହାମାରୀ କଟକଣା ଯୋଗୁ ରାଜ୍ୟରେ ଦୀର୍ଘ ୮ମାସରୁ ଅଧିକ ସମୟ ଧରି ବନ୍ଦ ରହିଥିବା ଧାର୍ମିକ ଅନୁଷ୍ଠାନ ୨୦୨୧ ଜାନୁଆରୀ ୩ରୁ ଖୋଲିବ। ମନ୍ଦିରମାଳିନୀ ନଗରୀ ଭୁବନେଶ୍ବରରେ ୨୦୨୧ ଜାନୁଆରୀ ୩ ତାରିଖରୁ ରାଜ୍ୟରେ ଧାର୍ମିକ ଅନୁଷ୍ଠାନ ଗୁଡ଼ିକ ଖୋଲିପାରିବ ବୋଲି ବିଏମସି କମିଶନର…

୨୦୨୧ରେ ବାତିଲ ହେବନି ନିଟ୍‌ ପରୀକ୍ଷା: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ

ନୂଆଦିଲ୍ଲୀ,୧୧/୧୨: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ଗୁରୁବାର ଏକ ୱେବିନାରରେ ଘୋଷଣା କରିଛନ୍ତି ଯେ ଆସନ୍ତା ବର୍ଷ ସିବିଏସଇ ୧୦ମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ କରାଯିବ ନାହିଁ । ତେଣୁ ଛାତ୍ରଛାତ୍ରୀମାନେ ଏହି ପରୀକ୍ଷା ପାଇଁ ନିଜର ପ୍ରସ୍ତୁତି କରନ୍ତୁ। ସେହିପରି…

ଭାରତ ବନ୍ଦ ଯୋଗୁଁ ଜାନୁଆରି ୨କୁ ଘୁଞ୍ଚିଲା ଓଡ଼ିଶା ପ୍ରଶାସନିକ ସେବା ମୁଖ୍ୟ ପରୀକ୍ଷା

ଭୁବନେଶ୍ୱର : କୃଷି ଆଇନକୁ ବିରୋଧ କରି କୃଷକ ସଂଗଠନଗୁଡ଼ିକଭାରତ ବନ୍ଦ ଡକରା ଦେଇଥିବାରୁ ଆସନ୍ତାକାଲି ହେବାକୁ ଥିବା ଓଡ଼ିଶା ପ୍ରଶାସନିକ ସେବା (ମୁଖ୍ୟ) ପରୀକ୍ଷାକୁ ଜାନୁଆରି ୨ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି । ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଆଜି ଜାରି ଏକ…

୨୦୨୧ସୁଦ୍ଧା ବିଶ୍ବ ସ୍ତରରେ ବିତରଣ ହେବା ପାଇଁ ପ୍ରସ୍ତୁତ ହୋଇଯିବ କରୋନା ଟିକା: ଚୀନ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : ସମଗ୍ର ବିଶ୍ୱରେ କରୋନା ଭୂତାଣୁ ସଂକ୍ରମଣ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି | ଏହି ସମୟରେ, ଚାଇନାର ଏକ ଫାର୍ମାସ୍ୟୁଟିକାଲ୍ କମ୍ପାନି କହିଛି ଯେ, ୨୦୨୧ ସୁଦ୍ଧା ଆମେରିକା ସମେତ ବିଶ୍ବବ୍ୟାପୀ ବିତରଣ ପାଇଁ କରୋନା ଭୂତାଣୁ ଟିକା…

ଦେଶରେ ଆସନ୍ତା ବର୍ଷ ପ୍ରାରମ୍ଭରେ ଉପଲବ୍ଧ ହେବ କୋଭିଡ-୧୯ ଟିକା : ହର୍ଷ ବର୍ଦ୍ଧନ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୮-୦୯-୨୦ : ଆସନ୍ତା ବର୍ଷ ଆରମ୍ଭ ସୁଦ୍ଧା ଦେଶରେ କୋଭିଡ-୧୯ ଟିକା ଉପଲବ୍ଧ ହେବ ବୋଲି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଡ଼କ୍ଟର ହର୍ଷବର୍ଦ୍ଧନ ଆଶା ପ୍ରକଟ କରିଛନ୍ତି। ସେ ସୂଚନା ଦେଇଛନ୍ତି ଯେ ତିନିଟି ଟିକା ପ୍ରାର୍ଥୀ…

୨୦୨୧ରେ ଭାରତର କିଛି ଅଞ୍ଚଳରେ ରହିବ କରୋନା ପ୍ରଭ‌ାବ: ଏମ୍ସ ମୁଖ୍ୟ ଡକ୍ଟର ରଣଦୀପ ଗୁଲେରିଆ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୯ : ଦେଶରେ ବଢ଼ୁଥିବା କରୋନା ଭୂତାଣୁ ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ଆଜି ଭାରତରେ ମୋଟ କରୋନା ସଂକ୍ରମଣ ୪୦ଲକ୍ଷ ଅତିକ୍ରମ କରିଛି। ଏଥିସହିତ ୩୧ଲକ୍ଷରୁ ଅଧିକ କରୋନା ରୋଗୀ ମଧ୍ୟ ଆରୋଗ୍ୟ ଲାଭ କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ…
error: Content is protected !!
Open chat