ଆଜି ଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୮: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ନାମଲେଖା ପାଇଁ ଆସନ୍ତାକାଲି(ଶୁକ୍ରବାର)ଠାରୁ ଆବେଦନ ଆରମ୍ଭ ହେବ । ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ ସେପ୍ଟେମ୍ବର ୪ ରାତି ୧୧ଟା ୪୫ ମଧ୍ୟରେ ଛାତ୍ରଛାତ୍ରୀ!-->…