ବଦଳିଲା ପାଗ, କମିଲା ଶୀତ; ୪ ଦିନ କୁହୁଡ଼ି ଓ ବର୍ଷା ସମ୍ଭାବନା
ଭୁବନେଶ୍ୱର ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ବଙ୍ଗୋପସାଗରରୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ଉଷ୍ମ ଓ ଜଳୀୟବାଷ୍ପପୂର୍ଣ୍ଣ ସାମୁଦ୍ରିକ ପବନର ପ୍ରଭାବରେ ରାଜ୍ୟରେ ଶୀତ ପ୍ରକୋପ କମିଛି। ରାଜ୍ୟର ରାତି ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହୁଥିବା ବେଳେ ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି!-->…