୨୦୨୧ ମାର୍ଚ୍ଚ ସୁଦ୍ଧା ୧୮୯ଟି ଦେଶକୁ ମିଳିବ ୫୦କୋଟିରୁ ଅଧିକ କରୋନା ଟିକା – ହୁ
ଆସନ୍ତାବର୍ଷ ପ୍ରଥମ ତିନି ମାସ ସୁଦ୍ଧା ୫୦କୋଟିରୁ ଅଧିକ କରୋନା ଟିକା ସାରା ବିଶ୍ୱରେ ଉପଲବ୍ଧ ହେବ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ୱାମୀନାଥନ୍ କହିଛନ୍ତି। ଜେନେଭା ନ୍ୟୁଜ୍ କନ୍ଫରେନ୍ସରେ ସ୍ୱାମୀନାଥନ କହିଛନ୍ତି, କୋଭାକ୍ସ ଯୋଜନା ଅଧୀନରେ ଏହି ଟିକା!-->…