ବାଗଚୀ ଦମ୍ପତ୍ତିଙ୍କ ବଦାନ୍ୟତା : ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସୁବ୍ରତ ବାଗ୍ଚୀ ଏବଂ ପତ୍ନୀ ସୁସ୍ମିତା…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୧/୦୮ : ବାଗଚୀ ଦମ୍ପତ୍ତିଙ୍କ ବଦାନ୍ୟତା - ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରତ ବାଗ୍ଚୀ ଏବଂ ତାଙ୍କ ପତ୍ନୀ ତଥା ‘ମୋ ସ୍କୁଲ’ ଅଧ୍ୟକ୍ଷା ସୁସ୍ମିତା ବାଗ୍ଚୀ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୭.୫୦ କୋଟି ଟଙ୍କା ଦାନ!-->…