ତିରୁମାଳା ତିରୁପତି ମନ୍ଦିରର ୭୪୩ଜଣ କର୍ମଚାରୀ କରୋନା ସଂକ୍ରମିତ : ମନ୍ଦିର ବନ୍ଦ କରିବା ପାଇଁ ଲୋକଙ୍କ ଦାବି
କଳିଙ୍ଗ ଜ୍ୟୋତି ବ୍ୟୁରୋ ହାଇଦ୍ରାବାଦ ୧୧/୦୮: କରୋନା ସଂକ୍ରମଣକୁ ରୋକିବା ପାଇଁ କିଛି ମାସ ବନ୍ଦ ରହିବା ପରେ ଖୋଲିଥିଲା ଆନ୍ଧ୍ରପ୍ରଦେଶରେ ଥିବା ତିରୁମାଳା ତିରୁପତି ମନ୍ଦିର। ହେଲେ ଖୋଲିବା ପରଠାରୁ ଏ ପର୍ଯ୍ୟନ୍ତ ମନ୍ଦିରର ୭୪୩ଜଣ କର୍ମଚାରୀ କରୋନା ଭୂତାଣୁ ଦ୍ବାରା କବଳିତ ହୋଇସାରିଛନ୍ତି।!-->…