ଅଗଷ୍ଟ ୭ରୁ ଆରମ୍ଭ ହେବ ପ୍ରଥମ ଅନ୍ଲାଇନ୍ ଦେଶାତ୍ମବୋଧ ଚଳଚ୍ଚିତ୍ର ଉତ୍ସବ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮:ଜାତୀୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ପ୍ରଥମ ଥର ପାଇଁ ଏକ ଅନ୍ଲାଇନ ଦେଶାତ୍ମବୋଧକ ଚଳଚ୍ଚିତ୍ର ଉତ୍ସବ ଆୟୋଜନ କରୁଛି । ଆସନ୍ତାକାଲିଠାରୁ ଏହା ଆରମ୍ଭ ହେବ । ଚଳିତବର୍ଷର ସ୍ୱାଧୀନତା ଦିବସ ପାଳନର ଏହା ଏକ ଅଂଶବିଶେଷ । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ!-->…