ବାକ୍ ସ୍ବାଧୀନତାର ଅଧିକାର ଲଗାମହୀନ ଘୋଡ଼ା ନ ହେଉ – ରାଷ୍ଟ୍ରପତି
ନୂଆଦିଲ୍ଲୀ ୧୨/୧୨/୨୦୨୧ କଳିଙ୍ଗ ଜ୍ୟୋତି : କୌଣସି କ୍ଷେତ୍ରରେ ବାଛବିଚାର ନ ରହିବା ହିଁ ମାନବାଧିକାର ସୁରକ୍ଷା ପ୍ରତି ସର୍ବାଧିକ ସମ୍ମାନ ହେବ ବୋଲି ମତ ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାର୍ଷିକ ମାନବ ଅଧିକାର ଦିବସ ଅବସରରେ ଆୟୋଗ ଦ୍ବାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉଦବୋଧନ!-->…