ଟ୍ରାଜେଡି କିଙ୍ଗ ବର୍ଷିଆନ ଅଭିନେତା ଦିଲ୍ଲୀପ କୁମାର ଅସୁସ୍ଥ
ମୁମ୍ବଇ : ବର୍ଷିଆନ ଅଭିନେତା ଦିଲ୍ଲୀପ କୁମାର ଅସୁସ୍ଥ। ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି। ନିଃଶ୍ବାସ ନେବାରେ କଷ୍ଟ ଅନୁଭବ ହେଉଥିବାରୁ ତାଙ୍କୁ ଚିକିତ୍ସା ପାଇଁ ମୁମ୍ବଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବରିଷ୍ଠ ଅଭିନେତା ଦିଲ୍ଲୀପ କୁମାରଙ୍କୁ ହିନ୍ଦୁଜା!-->…