Browsing Tag

affected

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ କରୋନା

ଜୋହାନ୍ସବର୍ଗ ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସେରିଲ୍‌ ରାମଫୋସା କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କଠାରେ କରୋନାର ସାମନ୍ୟ ଲକ୍ଷଣ ପ୍ରକାଶ ପାଇଥିବାବେଳେ ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ ରହିଛି । ରବିବାର ରାମଫୋସା ଏକ ସରକାରୀ ଉତ୍ସବରେ ଯୋଗ ଦେଇ…

ଭାରତରେ ପହଞ୍ଚିଲା କରୋନାର ନୂଆ ଷ୍ଟ୍ରେନ; ୬ ବ୍ରିଟେନ ଫେରନ୍ତା ସଂକ୍ରମିତ

ନୂଆଦିଲ୍ଲୀ: ଶେଷରେ ଭାରତରେ ପହଞ୍ଚିଛି ବ୍ରିଟେନରେ ଆତଙ୍କ ଖେଳାଇଥିବା କରୋନାର ନୂଆ ଷ୍ଟ୍ରେନ। ଏହା ଜଣାପଡ଼ିବା ପରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଚିନ୍ତାରେ ପଡ଼ିଛି। ୬ ବ୍ରିଟେନ ଫେରନ୍ତାଙ୍କ ନିକଟରେ ଏହି ନୂଆ ଷ୍ଟ୍ରେନ ଠାବ ହେବା ପରେ ସମସ୍ତ ଆକ୍ରାନ୍ତଙ୍କୁ ଆଇସୋଲେଟ କରି ରଖାଯାଇଥିବା…

ରାଜଧାନୀର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଛାଇଗଲାଣି କରୋନା : ବଢ଼ିଗଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

"ଅତି ଆବଶ୍ୟକ ନଥିଲେ କୌଣସି କାର୍ଯ୍ୟାଳୟ ଯାଆନ୍ତୁନି: ବିଏମ୍‌ସି" କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୨/୦୯: ରାଜଧାନୀରେ ଏବେ କେଉଁଦିନ ୫୦୦ରୁ ଅଧିକ ଆକ୍ରାନ୍ତ ବାହାରୁଛନ୍ତି ତ କେଉଁଦିନ ୩୦୦ରୁ ଅଧିକ। ଅଗଷ୍ଟ ମାସ ଯାକ ତ ପ୍ରାୟ ପ୍ରତିଦିନ ୩୦୦ରୁ ଅଧିକ ଆକ୍ରାନ୍ତ ବାହାରିଲେ। ଏବେ…
error: Content is protected !!
Open chat