Browsing Tag

all over odisha

୯ରୁ ପୁଣି ଏକ ଲଘୁଚାପ, ୧୧ରୁ ବଢ଼ିବ ବର୍ଷା: ସତର୍କ ସୂଚନା ଜାରି କଲେ ସ୍ୱତନ୍ତ୍ର ରିଲିଫ୍‌ କମିଶନର

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୦୮-୧୦-୨୦ : ଗୋଟିଏ ଲଘୁଚାପ ପଳାଇଲା। ପୁଣି ଆଉ ଗୋଟିଏ ଦାନା ବାନ୍ଧୁଛି। ଆସନ୍ତା ୯ ତାରିଖବେଳକୁ ଲଘୁଚାପ ରୂପ ନେବ। ଏହା ପରେ ତୃତୀୟ ସପ୍ତାହରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି। ସମ୍ଭାବ୍ୟ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି…

ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ : ପ୍ରେସ୍କ୍ରିପ୍‌ସନ୍‌ରେ ସ୍ପଷ୍ଟ ଓ କ୍ୟାପିଟାଲ୍‌ ଅକ୍ଷରରେ ଔଷଧର ନାଁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୧୩/୦୮: ଅନେକ ସମୟରେ ଡାକ୍ତରଙ୍କ ପ୍ରେସକ୍ରିପସନ୍ ପଢି କ’ଣ ଲେଖା ହୋଇଛି ବୁଝିବା ଜଣଙ୍କ ପକ୍ଷରେ ସମ୍ଭବପର ହେଉନାହିଁ। ଯେଉଁ ଡାକ୍ତରମାନଙ୍କ ହସ୍ତାକ୍ଷର ଭଲ ନଥିବ ସେମାନେ ପ୍ରେସକ୍ରିପସନରେ ଔଷଧର ନାଁ ବଡ ଅକ୍ଷର (କ୍ୟାପିଟାଲ ଲେଟର)ରେ ସ୍ପଷ୍ଟ ଭାବେ ଲେଖିବେ।…

ରାଜ୍ୟ ତମାମ ପିଲାଙ୍କ ପାଠ ପଢ଼ାରେ ବଡ଼ ପ୍ରତିବନ୍ଧକ ସାଜିଛି ଘନଘନ ଅଘୋଷିତ ବିଦ୍ୟୁତ୍‌ କାଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୮ : କରୋନା ଯୋଗୁଁ ପିଲାଙ୍କ ପାଠ ପଢ଼ା ଗୁରୁତର ପ୍ରଭାବିତ ହୋଇଥିବା ବେଳେ ଅନ୍‌ଲାଇନ୍ ପାଠ ପଢ଼ା ଏକମାତ୍ର ବିକଳ୍ପ ସାଜିଛି। ତେବେ ଅଘୋଷିତ ବିଦ୍ୟୁତକାଟ ପିଲାଙ୍କ ପାଠ ପଢ଼ାରେ ସାଜିଛି ବଡ଼ ପ୍ରତିବନ୍ଧକ। ରାଜଧାନୀ ଠାରୁ ଆରମ୍ଭ କରି ଗଁା ଗହଳି…
error: Content is protected !!
Open chat