ବିଶ୍ୱବ୍ୟାପୀ ଧିମାପଡ଼ିଲା ଗୁଗୁଲ : ଜି-ମେଲ (G-mail)ଡାଉନ , ଲଗ୍ଇନ କରିପାରୁ ନାହାନ୍ତି ୟୁଜର,ଯାଉନି ମେସେଜ୍,…
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮ : ବିଶ୍ଵରେ ବହୁଳ ବ୍ୟବହାରକାରୀ ଇଣ୍ଟରନେଟ୍ ସେବା ‘ଗୁଗୁଲ୍’ ଆଜି ସକାଳୁ ଧିମା ହୋଇଯାଇଛି। ଡାଉନ୍ଟାଇମ୍ ଟ୍ରାକିଂ ଓ୍ଵେବସାଇଟ୍ ‘ଡାଉନ୍ଡିଟେକ୍ଟର’ର ତଥ୍ୟ ଅନୁସାରେ ଆଜି ସକାଳ ୯.୩୦ରୁ ଗୁଗୁଲ୍ ସେବା ଧିମା ହୋଇପଡ଼ିଛି। ଏହା କେବଳ କିଛି!-->…