Browsing Tag

all

ସାରା ଦେଶରେ କରୋନା ଟୀକାକରଣ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ସବୁ ସଫଳତାର ଶ୍ରେୟ ଦେଲେ ବୈଜ୍ଞାନିକଙ୍କୁ https://twitter.com/narendramodi/status/1350306962676715522 ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗୋଟିଏ ଟିକା ବିକଶିତ କରିବା ପାଇଁ ବହୁ ବର୍ଷ ଲାଗିଥାଏ କିନ୍ତୁ ଆମ ବୈଜ୍ଞାନିକମାନେ ବହୁତ କମ ସମୟରେ ମେଡ଼ ଇନ…

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ ବଡ଼ ଘୋଷଣା : ସବୁ ଭାରତୀୟଙ୍କୁ ମାଗଣା କରୋନା ଟିକା

ନୂଆଦିଲ୍ଲୀ: କରୋନା ଭୂତାଣୁ ବିରୋଧରେ ଶେଷ ଲଢ଼େଇ ପାଇଁ ଭାରତ ନିଜକୁ ପ୍ରସ୍ତୁତ କରୁଛି। ଦେଶରେ ଜରୁରିକାଳୀନ ପରିସ୍ଥିତିରେ କରୋନା ଟିକାର ବ୍ୟବହାର ପାଇଁ ଭ୍ୟାକ୍ସିନକୁ ସରକାର ଅନୁମତି ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ବିଶ୍ଵର ସବୁଠୁ ବଡ଼ ଟିକାକରଣ ଅଭିଯାନ ଚଳାଇବା ଲାଗି କେନ୍ଦ୍ର ସରକାର…

ନିୟମ ମାନିଲେ ରାଜ୍ୟରେ ୧୮ ହଜାର ମନ୍ଦିର ଖୋଲିବ: ଦେବୋତ୍ତର ବିଭାଗ

ଭୁବନେଶ୍ବର: ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ଦେବୋତ୍ତର ବିଭାଗ ଅଧୀନରେ ଥିବା ୧୮ ହଜାର ମନ୍ଦିର ଖୋଲିବା ନେଇ ମୋଡାଲିଟି ନିର୍ଦ୍ଧାରଣ କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି ଦେବୋତ୍ତର କମିସନର। ଏକକାଳୀନ ଭକ୍ତ ପ୍ରବେଶ ବାରଣ ରହିଛି। ସାମାଜିକ ଦୂରତା, ମନ୍ଦିର ଦ୍ୱାରରେ…

କରୋନା ମହାମାରୀ ସମୟରେ ଚାକିରି ହରାଇଥିବା ଲୋକଙ୍କୁ ଇ-ରିକ୍ସା ଦେବେ ସୋନୁ ସୁଦ

ନୂଆଦିଲ୍ଲୀ: ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତା ସୋନୁ ସୁଦ୍। ଲୋକଙ୍କୁ ସାହାଯ୍ୟ କରି ପୁଣି କୋଟି କୋଟି ଭାରତୀୟଙ୍କ ମନ କିଣିଛନ୍ତି ସୋନୁ। କରୋନା ମହାମାରୀ ଆରମ୍ଭ ହେବା ପରଠାରୁ ଗରିବଙ୍କ ପାଇଁ ଭଗବାନ ପାଲଟିଥିବା ସୋନୁ ଏବେ ପୁଣି ଅସହାୟଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି।…

କଟକଣା ଭିତରେ ଖୋଲିବ ଶ୍ରୀମନ୍ଦିର,ଜିଲ୍ଲା ବାହାର ଲୋକଙ୍କୁ ଦେବାକୁ ପଡ଼ିବ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ

ପୁରୀ: ଜଗନ୍ନାଥପ୍ରେମୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ଖୋଲିବାକୁ ଯାଉଛି ଶ୍ରୀମନ୍ଦିର। ଦୀର୍ଘ ୯ମାସ ଧରି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବା ପରେ ତାହାକୁ ପୁନଃ ଆରମ୍ଭ କରିବାକୁ ପ୍ରଶାସନିକ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଶନିବାର ଏ ନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଥିବା…

ସବୁ ଗାଁ ହେବ ୱାଇଫାଇ; ସରକାର ଆଣିଲେ ପିଏମ-ବାଣୀ ଯୋଜନା

ନୂଆଦିଲ୍ଲୀ: ଏଣିକି ଗ୍ରାମାଞ୍ଚଳ ହେବ ୱାଇଫାଇ। ମାଗଣାରେ ଉପଲବ୍ଧ ହେବ ଇଣ୍ଟରନେଟ୍‌ ସେବା। ୱାଇଫାଇ ଜରିଆରେ ବ୍ୟବହାରକାରୀ ଇଣ୍ଟରନେଟ୍‌ ସୁବିଧା ପାଇବେ। ଏଥିପାଇଁ କେନ୍ଦ୍ର ସରକାର ପିଏମ-ବାଣୀ ନାମରେ ଏକ ନୂଆ ଯୋଜନା ଆରମ୍ଭ କରିବେ। ପିଏମ-ବାଣୀ ଯୋଜନାରେ ସରକାର ଗ୍ରାମାଞ୍ଚଳରେ ଇଣ୍ଟରନେଟ୍‌…

ଆମରିକାରେ ସମସ୍ତ ନାଗରିକଙ୍କୁ ମାଗଣାରେ ମିଳିବ କୋଭିଡ-୧୯ ଟିକା : ଟ୍ରମ୍ପ ପ୍ରଶାସନ

ୱାଶିଂଟନ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ :  ଆମରିକାରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ମଧ୍ୟରେ ଏକ ଆଶ୍ବସ୍ତିକର ଖବର ଆସିଛି। କୋଭିଡ-୧୯ ଟିକା ପାଇଁ ତାଙ୍କ ଯୋଜନା ପ୍ରକାଶ କରିବା ସହିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ଏହା ଉପରେ କାର୍ଯ୍ୟ ଆରମ୍ଭ କରିଛି। ଏହା…

କ୍ୟାବିନେଟର ବଡ ନିଷ୍ପତ୍ତି : ବିଶ୍ବବିଦ୍ୟାଳୟ ପରିଚାଳନା କ୍ଷେତ୍ରରେ ପରିବର୍ତ୍ତନକୁ ମୋହର: ରାଜ୍ୟର ସବୁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୩/୦୯: ରାଜ୍ୟ କ୍ୟାବିନେଟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ଉଚ୍ଚଶିକ୍ଷା ବିଭାଗର କେତେକ ପ୍ରସ୍ତାବକୁ ଅନୁମୋଦନ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନସିଂ ଜରିଆରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ବିଭିନ୍ନ…

ରାଜଧାନୀର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଛାଇଗଲାଣି କରୋନା : ବଢ଼ିଗଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

"ଅତି ଆବଶ୍ୟକ ନଥିଲେ କୌଣସି କାର୍ଯ୍ୟାଳୟ ଯାଆନ୍ତୁନି: ବିଏମ୍‌ସି" କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୨/୦୯: ରାଜଧାନୀରେ ଏବେ କେଉଁଦିନ ୫୦୦ରୁ ଅଧିକ ଆକ୍ରାନ୍ତ ବାହାରୁଛନ୍ତି ତ କେଉଁଦିନ ୩୦୦ରୁ ଅଧିକ। ଅଗଷ୍ଟ ମାସ ଯାକ ତ ପ୍ରାୟ ପ୍ରତିଦିନ ୩୦୦ରୁ ଅଧିକ ଆକ୍ରାନ୍ତ ବାହାରିଲେ। ଏବେ…
error: Content is protected !!
Open chat