ଚାରିଧାମ ଦେବସ୍ଥାନମ ବୋର୍ଡକୁ ୫ କୋଟି ଲେଖାଏଁ ଦାନ କଲେ ଅନନ୍ତ ଅମ୍ବାନୀ
ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୮-୧୦-୨୦ : ଉତ୍ତରାଖଣ୍ଡର ଚାରିଧାମ ଦେବସ୍ଥାନମ ବୋର୍ଡକୁ ରିଲାଏନ୍ସ ଗ୍ରୁପର ମାଲିକ ମୁକେଶ ଅମ୍ବାନୀଙ୍କ ପରିବାର ତରଫରୁ ୫ କୋଟି ଟଙ୍କା ଦାନ କରାଯାଇଛି । ମୁକେଶଙ୍କ ପୁଅ ଅନନ୍ତ ଏହି ଦାନ କରିଛନ୍ତି । କରୋନା ସଂକ୍ରମଣ ଜନିତ ଲକ୍ଡାଉନ ଯୋଗୁ ଏହି!-->…