ମାଗଣା ଟିକା ସହ ୮୦ କୋଟି ଲୋକଙ୍କୁ ନଭେମ୍ବର ଯାଏଁ ମାଗଣାରେ ମିଳିବ ରାସନ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ : ମାଗଣା ଟିକା ସହ ମାଗଣା ରାସନ ଦେବାକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି। କରୋନା ପାଇଁ ଜୀବିକା ବିପନ୍ନ ହୋଇଥିବାରୁ ମାଗଣା ରାସନ ଦେବାକୁ ମୋଦୀ ଆଜି ଘୋଷଣା କରିଛନ୍ତି । ନଭେମ୍ବର ଯାଏଁ ଦେଶର ୮୦ କୋଟି ଲୋକଙ୍କୁ ମାଗଣା ରାସନ ଦେବାକୁ ମୋଦୀ ଘୋଷଣା!-->…