ବାସଭବନରୁ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଲା କ୍ରାଇମବ୍ରାଞ୍ଚ
ସ୍ବାମୀଙ୍କ ଜୀବନ ପ୍ରତି ବିପଦ, କିଛି ହେଲେ ମୁଖ୍ୟମନ୍ତ୍ରୀ ଦାୟୀ: ପତ୍ନୀ ସୁଜାତା
ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ତାଙ୍କ ଭୁବନେଶ୍ବର ବାସଭବନରୁ ଉଠାଇ ନେଇଛି କ୍ରାଇମ୍ବ୍ରାଞ୍ଚ। ଏ ସମ୍ପର୍କରେ କ୍ରାଇମବ୍ରାଞ୍ଚ ସୂଚନା ଦେଇଛି । ତାଙ୍କୁ ପଚରାଉଚରା କରାଯିବ!-->!-->!-->…