ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି, ଟୁଇଟ୍ କରି ସୂଚନା ଦେଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ବର: ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାୟ ୯ ମାସ ପରେ ରାଜ୍ୟର ସମସ୍ତ ମନ୍ଦିରଗୁଡ଼ିକ ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ଯାଉଛି। ବିଭିନ୍ନ ଜିଲ୍ଲାର ଧର୍ମପୀଠଗୁଡ଼ିକ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ!-->…