ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ନିୟମ ଜାରି : ମାସ୍କ , ପରିଚୟପତ୍ର ବାଧ୍ୟତା ମୂଳକ
ଆରଡି : ମହାମାରୀ କରୋନା ପାଇଁ ଦୀର୍ଘ ୯ମାସରୁ ଉର୍ଦ୍ଧ ହେବ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡିଧାମର ବାବା ଆଖଣ୍ଡଳମଣିଙ୍କ ବନ୍ଦ ରହିଥିବାରୁ ଶ୍ରଦ୍ଧାଳୁଭକ୍ତମାନେ ମଣିବାବାଙ୍କ ଦର୍ଶନ ପାଇଁ ଚାତକ ପରି ଚାହିଁ ରହିଥିଲେ। ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ମନ୍ଦିର ଖୋଲିବା ନେଇ ଜିଲାପାଳ!-->…