ବାଚସ୍ପତି ସିପି ଯୋଶୀଙ୍କ ଭିଡିଓ ଭାଇରାଲ୍ ପରେ ଘନେଇଲା ରାଜସ୍ଥାନ ରାଜନୈତିକ ସଙ୍କଟ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭: ରାଜସ୍ଥାନ ବାଚସ୍ପତି ସିପି ଯୋଶୀ ଏବଂ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ଙ୍କ ପୁଅ ବୈଭବ ଗେହଲଟ୍ଙ୍କ ମଧ୍ୟରେ ରାଜସ୍ଥାନ ରାଜନୈତିକ ସଙ୍କଟ ପ୍ରସଙ୍ଗରେ ହୋଇଥିବା ଏକ ଆଲୋଚନାର ଭିଡିଓ ଏବେ ଭାଇରାଲ୍ ହୋଇଛି ଏବଂ ଏହାକୁ ନେଇ ବଡ଼ ବିବାଦ ମୁଣ୍ଡ!-->…