ମାସ୍କ ପିନ୍ଧୁନଥିବା କିଛି ଦାୟିତ୍ୱହୀନ ବ୍ୟକ୍ତିଙ୍କ ଯୋଗୁଁ କରୋନା ବ୍ୟାପୁଛି : ଆଇସିଏମଆର
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୬/୦୮: ମୁହଁରେ ମାସ୍କ ପିନ୍ଧୁନଥିବା କିଛି ଦାୟିତ୍ୱହୀନ ବ୍ୟକ୍ତିଙ୍କ ଯୋଗୁଁ ଦେଶରେ କରୋନା ସଂକ୍ରମଣ ବଢିଚାଲିଛି ବୋଲି କହିଛନ୍ତି ଭାରତୀୟ ଭେଷଜ ଗବେଷଣା ପରିଷଦ(ଆଇସିଏମଆର)ର ମହାନିର୍ଦ୍ଦେଶକ ଡ.ବଲରାମ ଭାର୍ଗବ ।
ସେ କହିଛନ୍ତି ଯେ ଦେଶରେ ଏବେ!-->!-->!-->!-->!-->…