Browsing Tag

balasore

୭ଟି ଜିଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ, ସ୍ବାସ୍ଥ୍ୟ ଭିତ୍ତିଭୂମି ପାଇଁ ୨୯.୪୧ କୋଟି ଟଙ୍କାର…

ଭୁବନେଶ୍ବର ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଆଜି ରାଜ୍ୟର ୭ଟି ଜିଲାରେ ୭ଟି ତରଳ ମେଡିକାଲ ଅକ୍‌ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଇ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହାସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ ସୁବିଧା…

କୋଭିଡ୍‌ କଟକଣା : ରାଜ୍ୟରେ ପାଳନ ହେବନି ‘ଜିରୋ ଲାଇଟ ସେଲିବ୍ରେସନ’

ଭୁବନେଶ୍ବର: ପ୍ରତିବର୍ଷ ଡିସେମ୍ବର ୩୧ ତାରିଖ ରାତିରେ ଆୟୋଜିତ ହୋଇଥାଏ ‘ଜିରୋ ନାଇଟ ସେଲିବ୍ରେସନ’ ହୋଇଥାଏ। କ୍ଲବ ଓ ବିଭିନ୍ନ ବାରରେ ନୂଆ ବର୍ଷ ପାଇଁ ଉତ୍ସବ ପାଳନ ହୋଇଥାଏ। ଏହି ସମୟରେ ବାର ଓ କ୍ଲବରେ ପ୍ରବଳ ଗହଳି ହୋଇଥାଏ। ନୂଆ ବର୍ଷକୁ ସ୍ବାଗତ କରିବା ପାଇଁ ଆୟୋଜିତ ହୋଇଥାଏ ସ୍ବତନ୍ତ୍ର…

ଲକ୍ଷ୍ୟ ଭେଦକାରୀ ‘ଅଭ୍ୟାସ’ ବିମାନର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ପକ୍ଷରୁ ଉଚ୍ଚ ଗତିଯୁକ୍ତ ଆକାଶମାର୍ଗରେ ଲକ୍ଷ୍ୟ ଭେଦକାରୀ ଅଭ୍ୟାସ ବିମାନର ପରୀକ୍ଷା ସଫଳତାର ସହ କରାଯାଇଛି। ଓଡିଶାର ବାଲେଶ୍ଵରସ୍ଥିତ ଆଇଟିଆରରୁ ଏହି ପରୀକ୍ଷା ସମ୍ପନ୍ନ ହୋଇଛି।…

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ଆଦିତ୍ୟଙ୍କ ସହ ସମ୍ପର୍କକୁ ନେଇ ରହସ୍ୟରୁ ପରଦା ଉଠାଇଲେ ରହସ୍ୟମୟୀ ଯୁବତୀ ‘ସାଇକୋ ଲେଡି’

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୪/୦୯: ମାନବପ୍ରେମୀ ଆଦିତ୍ୟଙ୍କ ମୃତ୍ୟୁ ଘଟଣାରେ ସାଇକୋ ଲେଡିଙ୍କ ସମ୍ପୃକ୍ତି ଥିବା ନେଇ ଗତ ୨ ଦିନ ହେବ ଚର୍ଚ୍ଚା ଜୋର ଧରିଥିଲା। ଆଜି ଏହି ଘଟଣାକୁ ନେଇ ବାଲେଶ୍ୱରର ରହସ୍ୟମୟୀ ଯୁବତୀ ଚିନ୍ମୟୀ ମହାପାତ୍ର ମୁହଁ ଖୋଲିଛନ୍ତି। ସମାଜ ସେବୀ…

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା: ବାଲେଶ୍ୱର-ରେମୁଣା ଓ ଭଦ୍ରକ-ଯାଜପୁର ଯୋଗାଯୋଗ ବିଚ୍ଛିନ୍ନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ବାଲେଶ୍ୱର ୨୬/୦୮:ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁଁ ସହରତଳି ଅଞ୍ଚଳଗୁଡ଼ିକ ଜଳାର୍ଣ୍ଣବ ହୋଇଛି। ବାଲେଶ୍ୱର-ରେମୁଣା ଓ ଭଦ୍ରକ-ଯାଜପୁର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ସୂଚନା ମିଳିଛି। ବୈତରଣୀ ନଦୀର ଜଳ ନିଷ୍କାସିତ ଯୋଗୁଁ ଭଣ୍ଡାରିପୋଖରୀ ମାଳଦା ପଂଚାୟତର ସରତା…
error: Content is protected !!
Open chat