ଶାହାଙ୍କ ପରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି ଏସ ୟେଦିୟୁରପ୍ପା କରୋନା ପଜିଟିଭ ଚିହ୍ନଟ : ନିଜେ ଟୁଇଟ କରି ସୂଚନା ଦେଲେ…
କଳିଙ୍ଗ ଜ୍ୟୋତି ବ୍ୟୁରୋ ବେଙ୍ଗାଲୁରୁ ୦୩/୦୮: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦ୍ୟୁରପ୍ପା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ଟେଷ୍ଟ୍ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।ରିପୋର୍ଟ ପଜିଟିଭ୍ ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି!-->…