ଆଜି ଭାରତ ବନ୍ଦ : ପୂର୍ବାହ୍ଣ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ବନ୍ଦ ପାଳନ
ଶାନ୍ତିରକ୍ଷା ପାଇଁ କୃଷକ ନେତାଙ୍କ ନିବେଦନ
ନୂଆଦିଲ୍ଲୀ : କୃଷି ଆଇନ ପ୍ରତ୍ୟାହାର ଦାବିରେ ଦୀର୍ଘ ୧୨ଦିନ ଧରି କୃଷକଙ୍କ ଆନ୍ଦୋଳନ ପରିପ୍ରେକ୍ଷୀରେ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଆସନ୍ତା କାଲି(ମଙ୍ଗଳବାର) ପୂର୍ବାହ୍ଣ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ୪ ଘଣ୍ଟା କାଳ ଏହି!-->!-->!-->…