ବିଦେଶ ଫେରନ୍ତାଙ୍କ ପାଇଁ ଭୁବନେଶ୍ଵର ବିମାନ ବନ୍ଦରରେ ଲାଗୁ ହେଲା ନୂଆ ଏସ୍ଓପି
ଭୁବନେଶ୍ବର: ବ୍ରିଟେନରୁ ଆରମ୍ଭ ହୋଇଥିବା କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍ (ବି.୧.୧.୭) ସଂକ୍ରମଣ ଏବେ ପୁଣି ଥରେ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ଭାରତରେ ମଧ୍ୟ କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍ ଦ୍ବାରା ଆକ୍ରାନ୍ତ ହୋଇଥିବା ରୋଗୀଙ୍କୁ ଚିହ୍ନଟ କରାଯିବା ପରେ ଏବେ ବିଦେଶ ଫେରନ୍ତାଙ୍କ ପାଇଁ!-->…