Browsing Tag

bhubaneswar

କିନ୍ନରଙ୍କ ହାତରେ ଅଶୋକା ମାର୍କେଟ, ମାଷ୍ଟରକ୍ୟାଣ୍ଟିନ ପାର୍କିଂ ଦାୟିତ୍ବ

କିନ୍ନରମାନଙ୍କ ଆର୍ଥିକ ବିକାଶ ଓ ସେମାନଙ୍କୁ ସାମାଜିକ ସ୍ରୋତରେ ସାମିଲ ନିମନ୍ତେ ବିଏମସି ଆରମ୍ଭ କରିଛି ଯୋଜନା । ରାଜଧାନୀର ଦୁଇ ପ୍ରମୁଖ ପାର୍କିଂ ଅଞ୍ଚଳକୁ କିନ୍ନରଙ୍କୁ ହସ୍ତାନ୍ତର କରାଯାଇଛି । ଅଶୋକା ମାର୍କେଟସ୍ଥିତ ଖାଦିମ୍ ସୋରୁମ୍ ସାମ୍ନାରୁ ଶ୍ରୀଲେଦର ସୋରୁମ୍ ସାମନା , ହୋଟେଲ୍…

ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିନାହିଁ ବିଜେଡି, ଓଡ଼ିଶାରେ ସୁଶାସନ ନୁହେଁ କୁଶାସନ ଚାଲିଛି: ଡି.…

ଭୁବନେଶ୍ବର : ଓଡ଼ିଶା ବିଜେପି ପ୍ରଭାରୀ ଦାୟିତ୍ୱ ଗ୍ରହଣ ପରେ ପ୍ରଥମ ଥର ଓଡ଼ିଶା ଗସ୍ତରେ ଆସିଥିବା ଡି. ପୁରନ୍ଦେଶ୍ୱରୀ ରାଜ୍ୟ ସରକାର ଓ ବିଜେଡି ଉପରେ ବର୍ଷିଛନ୍ତି । ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଡି. ପୁରନ୍ଦେଶ୍ୱରୀ ଆଜି ଗସ୍ତର ଶେଷ ଦିନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ…

ଭୁବନେଶ୍ୱରରେ ପିସ୍ତଲ ଡିଲ୍‌ର ପର୍ଦ୍ଦାଫାସ : ଏସଟିଏଫ୍ ପକ୍ଷରୁ ଚଢାଉ,ମହିଳା ସହଯୋଗୀଙ୍କ ସମେତ ୩ ଅଟକ,ସ୍କର୍ପିଓ…

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ :ରାଜଧାନୀରେ ପିସ୍ତଲ ଡିଲ୍‌ର ପର୍ଦ୍ଦାଫାସ କରିଛି କମିଶନରେଟ୍ ପୋଲିସ । ଡିଲ୍ ଚାଲିଥିବା ବେଳେ ଏସଟିଏଫ ଚଢାଉ କରିଥିଲା । ପିସ୍ତଲ କାରବାର ପାଇଁ ଯୋଜନା କରୁଥିବା ୨ ଯୁବକଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କଠାରୁ ଗୋଟିଏ ସ୍କର୍ପିଓ ଗାଡି ସହ…

ମୃତ୍ୟୁ ଏମିତି ବି ଆସେ ? ଡ୍ୟୁଟି ସମୟରେ ଟଳି ପଡିଲେ ସଫେଇ କର୍ମଚାରୀ

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ଏମିତି ବି ଆସେ ମୃତ୍ୟୁ । କରୋନା ପରିସ୍ଥିତିରେ ଲୋକେ ଘରୁ ବାହାରକୁ ବାହାରିବାକୁ ଡରୁଥିବାବେଳେ ସେ କରୋନା ଯୋଦ୍ଧା ଭାବେ କାର୍ଯ୍ୟ କରୁଥିଲେ । ୭୦ ବର୍ଷ ବୟସରେ ମଧ୍ୟ ବିଏମ୍‌ସିର ଜଣେ ସଫେଇ କର୍ମଚାରୀ ଭାବେ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ…

ହୋମ୍ ଆଇସୋଲେସନ୍ ପାଇଁ ନୂଆ ଏସ୍ଓପି ଜାରି କଲା ବିଏମ୍‌ସି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୬/୦୯: ଭୁବନେଶ୍ଵର ମହାନଗର ନିଗମ ଅଞ୍ଚଳରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ଅଞ୍ଚଳରେ ଥିବା ଆଇସୋଲେସନ୍‌ ବ୍ୟବସ୍ଥା ପାଇଁ ନୂଆ ଏସ୍‌ଓପି ଜାରି ହୋଇଛି। ଉଭୟ ହୋମ୍‌ ଓ ପେଡ୍ ଆଇସୋଲେସନ୍‌ ଉପରେ ବିଏମ୍‌ସି କଡ଼ା…

ରାଜଧାନୀ: ପୁଣି ଖାକିରେ ଦାଗ ! ! ଲକଡାଉନ ସମୟରେ ପୁଲିସକର୍ମୀଙ୍କ ଦ୍ୱାରା ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ !

ଘଟଣାକୁ ଗମ୍ଭୀରତାର ସହ ନିଆଯାଇଛି;ତଦନ୍ତ ଜାରି ରହିଛି : ଡିସିପି,ଭୁବନେଶ୍ଵର ମାମଲାରେ ବୈଦ୍ୟୁତିକ ଗଣମାଧ୍ୟମର ୨ ଜଣ କର୍ମଚାରୀଙ୍କ ସଂପୃକ୍ତି ଅଭିଯୋଗ ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୯: ଲକଡାଉନ୍ ସମୟରେ ନାବାଳିକାଙ୍କୁ ରାଜଧାନୀ ଭୁବନେଶ୍ୱରରେ ପୁଲିସ କର୍ମଚାରୀ…

ରାଜଧାନୀର ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ : ୭୭ହଜାର ସଂକ୍ରମିତ, ୫.୧୫% ଲୋକଙ୍କ ଶରୀରରେ ଆଣ୍ଟିବଡ଼ି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୫/୦୯: ରାଜଧାନୀରେ ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ ଆସିଛି। ଆରଏମ୍‌ଆରସି ପକ୍ଷରୁ ବିଏମ୍‌ସିକୁ ରିପୋର୍ଟ ଦିଆଯାଇଛି। ଭୁବନେଶ୍ୱରରର ପ୍ରାୟ ୭୭ହଜାର ଲୋକେ ନିଜ ଅଜାଣତରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇ ସାରିଛନ୍ତି। ସହରରେ ସଂକ୍ରମଣ…

ବୁଲା କୁକୁରଙ୍କ କରାମତି : ଜୀବନ ବିକଳରେ ରକ୍ତାକ୍ତ ଅବସ୍ଥାରେ ଗାଡି ଛାଡି ଘଟଣାସ୍ଥଳରୁ ଲୁଟେରା ଫେରାର୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୨/୦୯: ଲୁଟ୍‌ ପାଇଁ ପ୍ରସ୍ତୁତି ସରିଥିଲା । ଟାର୍ଗେଟ ଜାଗାରେ ପହଞ୍ଚି ଯାଇଥିଲେ । କିନ୍ତୁ ଲୁଟେରାଙ୍କ ଏହି ପ୍ଲାନିଂକୁ ବିଗାଡ଼ି ଦେଲେ ବୁଲା କୁକୁର । ଲୁଟେରାଙ୍କ ସନ୍ଦିଗ୍ଧ ହାବଭାବ ଦେଖି ଖୁବ୍‌ ଭୁକି ଭୁକି ଗୋଡ଼ାଇଲେ । କୁକୁରଙ୍କ ଏମିତି କାଣ୍ଡ…

ଭୁବନେଶ୍ବର ଓ କଟକରେ ସବୁ ଶନିବାର ସରକାରୀ ଅଫିସ୍‌ ଛୁଟି, ୫୦% କର୍ମଚାରୀଙ୍କୁ ନେଇ ଚାଲିବ ଅଫିସ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯:ସେପ୍ଟେମ୍ବର ମାସରେ ପ୍ରତ୍ୟେକ ଶନିବାର ସରକାରୀ ଅଫିସ୍‌ ଛୁଟି ରହିବ। ବାକି ଦିନରେ ଭୁବନେଶ୍ବର ଓ କଟକରେ ସମସ୍ତ ଅଫିସ୍‌ ଖୋଲା ରହିବ। ହେଲେ ୫୦% କର୍ମଚାରୀଙ୍କୁ ନେଇ କାମ ହେବ। ଗ୍ରୁପ୍‌ ଏ ଅଧିକାରୀମାନେ ଅଫିସ୍‌ ଆସିବା ସହ କେଉଁ ୫୦% କର୍ମଚାରୀ…

କରୋନା ଯୋଗୁଁ କଟକଣା :ରାଜଧାନୀରେ ନିରାଡମ୍ବର ଭାବେ ହେବ ଦୂର୍ଗା ପୂଜା : ଦୁଆର ଦୁଆର ବୁଲି ଆଦାୟ ହେବନି ଚାନ୍ଦା- ଏହି…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯:ଚଳିତ ବର୍ଷ କରୋନା ଯୋଗୁଁ ଅନେକ କଟକଣା । ତେବେ ପରମ୍ପରା ରକ୍ଷା ପାଇଁ ରାଜଧାନୀର ବିଭିନ୍ନ ମଣ୍ଡପରେ ନିରାଡମ୍ବର ଭାବେ ଦୂର୍ଗା ପୂଜା କରାଯିବ । ୯୦ ପ୍ରତିଶତରୁ କମ୍‌ ଖର୍ଚ୍ଚ କରାଯବ । ଦୁଆର ଦୁଆର ବୁଲି ଚାନ୍ଦା ଆଦାୟ କରାଯିବ ନାହିଁ ବୋଲି ମୋଟ…
error: Content is protected !!
Open chat