Browsing Tag

bhubaneswar

ରାଜଧାନୀରେ ପନିପରିବା ଦର ଆକାଶ ଛୁଆଁ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୮: ଲଗାତର ଲକଡାଉନ ଓ ସଟଡାଉନ ଆଳରେ ରାଜଧାନୀ ଭୁବନେଶ୍ୱରରେ ପନିପରିବା ଦର ଏବେ ଆକାଶ ଛୁଆଁ ହୋଇଛି । ମହାମାରୀ କରୋନା ସକାଶେ ଯେତେବେଳେ ମାର୍ଚ୍ଚ ମାସ ଶେଷ ସପ୍ତାହରେ ଲକଡାଉନ ଆରମ୍ଭ ହେଲା ସେହି ସମୟରେ କେତେକ ଅସାଧୁ ବ୍ୟବସାୟୀ ଆଳୁ ପିଆଜ ଭଳି…

ରାଜ୍ୟରେ ଶସ୍ତା ହେଲା କୋଭିଡ୍‌ ଟେଷ୍ଟ : ଘରୋଇ ଲାବରେ ଆରଟି-ପିସିଆର ପରୀକ୍ଷା ଦର ୧୨ ଶହ ଟଙ୍କାକୁ କମାଇଲେ ରାଜ୍ୟ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୮: ରାଜ୍ୟରେ ଶସ୍ତା ହେଲା କରୋନା ଟେଷ୍ଟ । ଏଣିକି ଘରୋଇ ସଂସ୍ଥାରେ କୋଭିଡ୍‌ ଟେଷ୍ଟ ଶସ୍ତା ହେବ । 12ଶହ ଟଙ୍କାରେ ହେବ ଆର୍‌ଟି ପିସିଆର ଟେଷ୍ଟ । 2200 ଟଙ୍କାରୁ କମି 12 ଶହ ଟଙ୍କା ହେବ କୋଭିହ୍‌ ଟେଷ୍ଟ । ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ…

‘ଦ୍ୱୈତ-ନଗରୀ’ରେ ଗଣେଶ ପୂଜା: ପ୍ରଶାସନ ଉପରେ ନିଷ୍ପତ୍ତି ଛାଡିଲେ ମାନ୍ୟବର ଉଚ୍ଚ ନ୍ୟାୟାଳୟ

କଟକ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୦/୦୮: କଟକ- ଭୁବନେଶ୍ୱର 'ଦ୍ୱୈତ-ନଗରୀ'ରେ ଗଣେଶ ପୂଜା ହେବ କି ନାହିଁ ସେ ନେଇ ପ୍ରଶାସନ ନିଷ୍ପତ୍ତି ନେବ ବୋଲି ମାନ୍ୟବର ଓଡ଼ିଶା ଉଚ୍ଚ ନ୍ୟାୟାଳୟ କହିଛନ୍ତି। ଏକ ଜନସ୍ୱାର୍ଥ ମାମଲାର ବିଚାର କରି ଉଚ୍ଚ ନ୍ୟାୟାଳୟ ଆଜି ଏହି ନିର୍ଦେଶନାମା ଜାରି…

ଟ୍ୱିନସିଟିରେ କରୋନା କଟକଣା ସହ ଗଣେଶ ପୂଜା ଅନୁମତି ପ୍ରଦାନ ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

କଟକ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୮/୦୮: କଟକ ସହରର ମଙ୍ଗଳାବାଗ ଥାନା ଅନ୍ତର୍ଗତ ବକ୍ସିବଜାର ନିକଟ ବାଣୀସାହିର ଆବେଦନକାରୀ ଶିବେନ୍ଦ୍ର କୁମାର ହାତୀ (୬୫) ହାଇକୋର୍ଟରେ ଭୁବନେଶ୍ୱର ଓ କଟକରେ ଗଣେଶ ପୂଜା ବନ୍ଦ ନେଇ ଜାରି ନିର୍ଦ୍ଦେଶନାମା ବିରୋଧରେ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା…

ସାଂଘାତିକ ସ୍ଥିତିରେ ରାଜଧାନୀ : ୪ ଦିନରେ ସ୍ଥାନୀୟ ସଂକ୍ରମଣ ୨୬%ରୁ ବଢ଼ି ପହଞ୍ଚିଲା ୪୪%ରେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୧/୦୮:ଭୁବନେଶ୍ୱର : ରାଜଧାନୀରେ ସାଂଘାତିକ ପରିସ୍ଥିତିରେ ପହଞ୍ଚିଲାଣି ସ୍ଥାନୀୟ ସଂକ୍ରମଣ। ଗତ ୩ ଦିନର ସ୍ଥାନୀୟ ସଂକ୍ରମଣକୁ ଅନୁଧ୍ୟାନ କଲେ ଏଭଳି ପରିସ୍ଥିତି ଜଳ ଜଳ ହୋଇ ଦେଖାଗଲାଣି। ୨୭ତାରିଖରେ ରାଜଧାନୀରେ ଯେତିକି ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ…

ଓଲିଉଡ ଅଭିନେତା ପିଂଟୁ ନନ୍ଦଙ୍କ ବିରୁଦ୍ଧରେ କାଷ୍ଟିଙ୍ଗ କାଉଚ ଓ ଅସଦାଚରଣ ଅଭିଯୋଗରେ ଥାନାରେ ଏତଲା ଦେଲେ ଯୁବତୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୭: ଜଣେ ସଂଘର୍ଷପୂର୍ଣ୍ଣ ଅଭିନେତ୍ରୀ ଓଲିଉଡ ଜଗତର ଜଣାଶୁଣା ଅଭିନେତା ତଥା ନିର୍ଦ୍ଦେଶକ ପିଣ୍ଟୁ ନନ୍ଦ ଏବଂ ତାଙ୍କ ସହଯୋଗୀଙ୍କ ବିରୁଦ୍ଧରେ କାଷ୍ଟିଂ କାଉଚର ଅଭିଯୋଗ କରିଛନ୍ତି । ମହିଳାଙ୍କ କହିବା କଥା ହେଲା ସିନେମାରେ ସୁଯୋଗ ଦେବାକୁ କହି…

ପୂର୍ବତଟ ରେଳପଥର ସମସ୍ତ ଟ୍ରେନରେ ଲାଗିଲା ବାୟୋଟଏଲେଟ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୩୧/୦୭:ଯାତ୍ରୀମାନଙ୍କୁ ସ୍ୱଚ୍ଛ ଓ ପରିବେଶ ଅନୁକୁଳ ଯାତ୍ରା ସୁବିଧା ଯୋଗାଇଦେବା ଓ ସ୍ୱଚ୍ଛ ରେଳ, ସ୍ୱଚ୍ଛ ଭାରତ ଅଭିଯାନରେ ଦେଇଥିବା ପ୍ରତିଶ୍ରୁତିକୁ ପୁରଣ କରିବା ଉଦ୍ୟମ ଜାରି ରଖିବା ଉଦ୍ଦେଶ୍ୟରେ ପୂର୍ବତଟ ରେଳପଥ ଏହାର ଟ୍ରେନଗୁଡ଼ିକରେ  ଶତପ୍ରତିଶତ…

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱରସ୍ଥିତ ମୁଖ୍ୟାଳୟ ଠାରେ ସାଇବର ସେଲ ଉଦଘାଟିତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୭: ଡିଜିଟାଲ ତଥ୍ୟ ପ୍ରମାଣ ସଂଗ୍ରହ ଓ ସାଇବର ଅନୁସନ୍ଧାନ ପ୍ରଣାଳୀ ର ପ୍ରୟୋଗ ନିମନ୍ତେ ପୂର୍ବ ତଟ ରେଳପଥର ରେଳ ସୁରକ୍ଷା ବଳ ସାଇବର ସେଲକୁ, ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ସୁଧୀର କୁମାର, ପ୍ରମୁଖ ମୁଖ୍ୟ ନିରାପତ୍ତା କମିଶନର ଶ୍ରୀ ରାଜାରାମ,…

କରୋନା କଟକଣା ପାଇଁ ଏବର୍ଷ ରାଜ୍ୟ ସ୍ତରୀୟ ସ୍ୱାଧୀନତା ଦିବସ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ପାଳନ ହେବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭: କରୋନା କଟକଣା ପାଇଁ ଏଥର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ସ୍ୱାଧୀନତା ଦିବସ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠିଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି…
error: Content is protected !!
Open chat