ରାଜଗାଙ୍ଗପୁର ସହରରେ ବିଜେଡି ପକ୍ଷରୁ ‘ଜନସଚେତନତା ଅଭିଯାନ’ର ଶୁଭାରମ୍ଭ
ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୦୩/୧୦ : ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୂର ଶାସ୍ତ୍ରୀଙ୍କର ଜନ୍ମ ଜୟନ୍ତୀ ଉପଲକ୍ଷେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଚଳିତ ବର୍ଷ ୨, ଅକ୍ଟୋବର ଠାରୁ ୨,!-->…